Posted inଜାତୀୟ

ସାମ୍ବାଦିକଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ଇଡି

ନୂଆଦିଲ୍ଲୀ,୧୩।୧୦: ମନିଲଣ୍ଡରିଂ ମାମଲାରେ ସାମ୍ବାଦିକ ରାଣା ଆୟୁବଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗାଜିଆବାଦର ଏକ ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ‘କେଟ୍ଟୋ’ ଅନ୍‌ଲାଇନ କ୍ରାଉଡ୍‌ ଫଣ୍ଡିଂ ପ୍ଲାଟ୍‌ଫର୍ମ ଜରିଆରେ ସେ ଏକ ଚ୍ୟାରିଟି ନାମରେ ଲୋକଙ୍କଠାରୁ ବେଆଇନ ଭାବେ ପାଣ୍ଠି ସଂଗ୍ରହ କରୁଥିଲେ। ଜନସାଧାରଣଙ୍କୁ ଠକିବା ଉଦ୍ଦେଶ୍ୟରେ ସେ ପାଣ୍ଠି ସଂଗ୍ରହ ଅଭିଯାନ ଚଳାଇଥିବା ତଦନ୍ତରୁ ଜଣାପଡ଼ିଥିଲା। ସଂଗୃହୀତ ୨.୬୯ କୋଟି ଟଙ୍କାରୁ ମାତ୍ର ୨୯ ଲକ୍ଷ ଟଙ୍କାକୁ ସେ ରିଲିଫ କାର୍ଯ୍ୟରେ ବିନିଯୋଗ କରିଥିଲେ। ଅବଶିଷ୍ଟ ଅର୍ଥକୁ ବିଭିନ୍ନ ବ୍ୟାଙ୍କରେ ତାଙ୍କ ବାପା ଏବଂ ଭଉଣୀଙ୍କ ନାମରେ ଜମା ରଖିବା ପରେ ନିଜର ବ୍ୟକ୍ତିଗତ ଆକାଉଣ୍ଟକୁ ଟ୍ରାନ୍ସଫର କରିଥିଲେ ବୋଲି ଇଡି ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?