ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…

ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍‌ ଏବେ ଆଉ ଏକ ନୂଆ ମାମଲାରେ ଛନ୍ଦି ହୋଇଛନ୍ତି। ମନି ଲଣ୍ଡରିଂ ମାମଲାରେ ତାଙ୍କ ନାଁ ଉଠିଛି। ବେଆଇନ ଅର୍ଥ କାରବାରକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କ ନାଁରେ ମାମଲା ରୁଜୁ କରିଛି।

ଅନୁସନ୍ଧାନକାରୀ ସଂସ୍ଥା ବର୍ତ୍ତମାନ ଦେଶ ତଥା ବର୍ତ୍ତମାନ ଦେଶବିଦେଶରେ ରାଜଙ୍କ ସମ୍ପତ୍ତି ଯାଞ୍ଚ କରିବ। ଏଥିସହ ସେ ଏବଂ ତାଙ୍କ ସଂସ୍ଥଗୁଡ଼ିକର ଗତ ୩ ରୁ ୫ ବର୍ଷ ମଧ୍ୟରେ ହୋଇଥିବା କାରବାରକୁ ଯାଞ୍ଚ କରିବ ବୋଲି ଜଣାପଡ଼ିଛି।

ରାଜ କୁନ୍ଦ୍ରା ଫେବୃୟାରୀ ୨୦୧୯ରେ ଆମର୍ସ ପ୍ରାଇମ ମିଡିଆ ଲିମିଟେଡ ନାମକ ଏକ କମ୍ପାନୀ ନିର୍ମାଣ କରିଥିଲେ। ହଟସଟ୍ସ ନାଁରେ ଏକ ଆପ ମଧ୍ୟ ତିଆରି କିରଥିଲେ। ପରେ ହଟସଟ ଆପ୍‌କୁ ୟୁକେ ସ୍ଥିତ ଫାର୍ମ କେନ୍ରିନଙ୍କୁ ବିକ୍ରି କରି ଦିଆଯାଇଥିଲା। ଏହି କମ୍ପାନୀର ସିଇଓ ହେଉଛନ୍ତି ପ୍ରଦୀପ ବକ୍ସି। ସେ ପ୍ରକୃତରେ ରାଜ କୁନ୍ଦ୍ରାଙ୍କ ଭିଣେଇ। ରାଜ୍‌ଙ୍କ କମ୍ପାନୀ କେନ୍ରିନ କମ୍ପାନୀ ସହିତ ଚୁକ୍ତି କରିଥିଲା। ଏହି କାରବାର ପାଇଁ ଭିଆନ କମ୍ପାନୀର ୧୩ଟି ବ୍ୟାଙ୍କ ଆକାଉଣ୍ଟରୁ କୋଟି କୋଟି ଟଙ୍କାର କାରବାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri