ଏହି ଅଭିନେତ୍ରୀଙ୍କୁ ସମନ ପଠାଇଲା ଇଡି

କୋଲକାତା,୩୧ା୫: ପଶ୍ଚିମବଙ୍ଗ ରାଶନ ଦୁର୍ନୀତି ମାମଲାରେ ଆଉ ଜଣେ ଅଭିନେତ୍ରୀଙ୍କୁ ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ବେଙ୍ଗଲ ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତାଙ୍କୁ ଇଡି ସମନ ପଠାଇଛି। ଜୁନ ୫ ସୁଦ୍ଧା କୋଲକାତାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ଋତୁପର୍ଣ୍ଣାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ଇଡି ଅଧିକାରୀ କହିଛନ୍ତି, ଏହିଦିନ ଭୋର୍‌ ୫ଟା ସୁଦ୍ଧା ତାଙ୍କୁ କାର୍ଯ୍ୟାଳୟରେ ହାଜର ହେବାକୁ ପଡ଼ିବ।

ସୂଚନାଯୋଗ୍ୟ, ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ସ୍କାମରେ ଏହାର ଯାଞ୍ଚ ସମ୍ପର୍କରେ ଋତୁପର୍ଣ୍ଣାଙ୍କୁ ୨୦୧୯ରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ପଚରାଉଚରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri