Posted inUncategorized

ଦେଶ ଛାଡ଼ି ଫେରାର ହେବାକୁ ଯୋଜନା କରୁଛନ୍ତି ଟିଏମ୍‌ସି ନେତା ସାହଜନ୍‌ ଶେଖ୍‌, ଲୁକ୍‌ଆଉଟ୍‌ ନୋଟିସ ଜାରି କଲା ED

କୋଲକାତା,୬।୧: ପଶ୍ଚିମବଙ୍ଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଅଫିସରଙ୍କ ଉପରେ ଆକ୍ରମଣ ପରେ ଟିଏମ୍‌ସି ନେତା ସାହଜନ ଶେଖ୍‌ ଦେଶ ଛାଡ଼ି ଫେରାର ହେବା ଯୋଜନାରେ ରହିଛନ୍ତି। ଗିରଫଦାରୀରୁ ରକ୍ଷା ପାଇବା ଲାଗି ସେ କୌଣସି ବି ସମୟରେ ଫେରାର ହେବା ଅଧିକାରୀମାନେ ଆଶଙ୍କା କରୁଛନ୍ତି। ଏହାକୁ ନେଇ ଇଡି ପକ୍ଷରୁ ସାହଜନଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ ଜାରି କରାଯାଇଛି। ଏଥିସହ ଭାରତୀୟ ବିମାନବନ୍ଦର ପ୍ରାଧିକରଣକୁ ଆବଶ୍ୟକ ନିର୍ଦ୍ଦେଶନାମା ପଠାଯାଇଛି।

ପ୍ରକାଶ ଯେ, ରାଶନ ବଣ୍ଟନ ଦୁର୍ନୀତିରେ ସମ୍ପୃକ୍ତ ଟିଏମ୍‌ସି ନେତା ସାହଜନଙ୍କ ସନ୍ଦେଶଖଲି ବାସଭବନକୁ ତଦନ୍ତ କରିବାକୁ ଯାଇଥିବା ଇଡି ଅଫିସରଙ୍କ ଉପରେ ଆକ୍ରମଣ କରାଯାଇଥିଲା। ସାହଜନଙ୍କ ସମର୍ଥକମାନେ ଅଫିସରମାନଙ୍କ ଉପରେ ଆକ୍ରମଣ କରିବା ସହ ସେମାନଙ୍କ ଗାଡ଼ି ଭଙ୍ଗାରୁଜା କରିଥିଲେ। ଏଥିରେ ଇଡିର ୩ ଅଧିକାରୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri