Advertisement

ବାଜ୍ୟାପ୍ତି ହେବ ଅର୍ଚ୍ଚନା-ଜଗବନ୍ଧୁ-ଖଗେଶ୍ୱରଙ୍କ ସମ୍ପତ୍ତି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ। ଏଥିସହ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତି ହେବ। ତେବେ ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପ୍ରକ୍ରିୟା ଆରମ୍ଭ କରିଛି। ମଙ୍ଗଳବାର ଇଡି ପକ୍ଷରୁ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବା ସୂଚନା ମିଳିଛି। ସମ୍ପତ୍ତି କାହିଁକି ବାଜ୍ୟାପ୍ତି ନ ହେବ ଜଣାଇବାକୁ ନୋଟିସ୍‌ରେ ଉଲ୍ଲେଖ ରହିଛି। ଆସନ୍ତା ୧୩ ତାରିଖରେ ଏନେଇ କୋର୍ଟରେ ଶୁଣାଣି ହେବ। ଉକ୍ତଦିନ ଝାରପଡ଼ା ଜେଲରେ ସଜା କାଟୁଥିବା ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ସେମାନଙ୍କ ପକ୍ଷ ରଖିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ...

ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ

ବରଗଡ଼ ଅଫିସ୍‌,୧୪।୧୨: ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମାଣ୍ଡୋସିଲ ଧାନ କ୍ରୟକେନ୍ଦ୍ର(ମଣ୍ଡି)ରୁ ମଙ୍ଗଳବାର ଯୋଗାଣ ବିଭାଗ ୮୧ ପକେଟ୍‌ ଧାନ ଜବତ କରିଛି। ଜବତ...

ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍‌, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍‌ଚିଟ୍‌। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍‌...

ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ...

‘୨୦୩୦ ସୁଦ୍ଧା ବାଲ୍ୟ ବିବାହ ପ୍ରଥା ବନ୍ଦ ପାଇଁ ଖସଡ଼ା’

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବାଲ୍ୟ ବିବାହ ପ୍ରଥାକୁ ୨୦୩୦ ସୁଦ୍ଧା ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବାକୁ ଖସଡା ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ...

ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍‌ଘାଟିତ

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ,...

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି...

Advertisement
Archives

Model This Week