Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଢ଼ିଲା ଚିନ୍ତା, ସୁପ୍ରିମ୍‌କୋର୍ଟ ଗଲା ଇଡି

ନୂଆଦିଲ୍ଲୀ, ୦୮।୦୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ଼୍ବାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ୍‌ ପ୍ରଦାନ କରିଛନ୍ତି ତାହା ବେଆଇନ୍‌ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ମୁଖ୍ୟଙ୍କୁ ଯେଉଁ ଆଧାରରେ ବେଲ୍‌ ମଞ୍ଜୁର ହୋଇଛି ତାହା ଯୁକ୍ତିଯୁକ୍ତ ନୁହେଁ ।

ସୂଚନା ଥାଉକି, ସୋରେନ୍‌ ଜୁନ୍‌ ୨୮ ତାରିଖରେ ରାଞ୍ଚିର ବିର୍ସା ମୁଣ୍ଡା ଜେଲ୍‌ରୁ ଜାମିନ୍‌ରେ ମୁକୁଳି ଥିଲେ । ଜମି ଦୁର୍ନୀତି ମାମଲାରେ ହାଇକୋର୍ଟ ବିଚାର କରି ତାଙ୍କୁ ଜାମିନ୍‌ ମଞ୍ଜୁର କରିଥିଲେ । ତେବେ ଜେଲ୍‌ରୁ ବାହାରିବା ପରେ ଜେଏମ୍‌ଏମ୍‌ ନେତା ଚମ୍ପାଇ ସୋରେନ୍‌ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ହେମନ୍ତ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri