Posted inଜାତୀୟ

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ଟିମ୍‌ ପହଞ୍ଚିଛି। ସିଭିଲ୍‌ ଲାଇନ୍‌ରେ ଥିବା ମନ୍ତ୍ରୀଙ୍କ ସରକାରୀ ବାସଭବନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଏହାଛଡ଼ା ମନ୍ତ୍ରୀଙ୍କ ୮ ରୁ ୯ ଠିକଣା ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଉଥିବା ସୂଚନା ମିଳିଛି।

ମନି ଲଣ୍ଡରିଂ ମାମଲାରେ ରାଜକୁମାର ଆନନ୍ଦଙ୍କ ଘରେ ଚଢ଼ାଉ କରାଯାଇଛି। ମଦ ଦୁର୍ନୀତିକୁ ନେଇ ଇଡି କ୍ରମାଗତ ଭାବରେ ଆମ ଆଦମୀ ଦଳର ନେତା, ବିଧାୟକ ଏବଂ ମନ୍ତ୍ରୀଙ୍କ ଉପରେ ଚଢାଉ କରୁଛି। ମଦ ଦୁର୍ନୀତି ମାମଲାର ମନି ଲଣ୍ଡରିଂ ମାମଲାରେ ସିଏମ୍‌ ଅରବିନ୍ଦ କେଜ୍‌ରିିୱାଲଙ୍କୁ ପଚରାଉଚରା ପାଇଁ କୁହାଯାଇଛି। ଗୁରୁବାର ୧୧ ଟା ସୁଦ୍ଧା ସେ ଇଡି କାର୍ଯ୍ୟାଳୟରେ ପହଞ୍ଚିପାରନ୍ତି। ଏହାପୂର୍ବରୁ ଏହି ଜାଲିଆତି ମାମଲାରେ ଦଳର ସଞ୍ଜୟ ସିଂ, ଡେପୁଟି ସିଏମ୍‌ ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନା ଜେଲରେ ଅଛନ୍ତି। ନିକଟରେ ଇଡି ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂଙ୍କ ଘରେ ଚଢ଼ାଉ କରିବା ପରେ ତାଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri