ଯୁବ ବ୍ୟବସାୟୀଙ୍କ ଘରେ ଇଡି ଚଢାଉ

ଛତ୍ରପୁର,୭।୩(ଦିଲ୍ଲୀପ ସାମଲ/ସନ୍ତୋଷ ପାଢୀ): ଏଟି ଗ୍ରୁପ (ଅର୍ଥତତ୍ତ ଚିଟ୍‌ଫଣ୍ଡ) ଚିଟଫଣ୍ଡ ଠକେଇ ମାମଲାରେ ପରିବହନ ଠିକାଦାର ତଥା ପୂର୍ବତନ ସଂସ୍ଥା ଅଧିକାରୀ ଅହିଭୂଷଣ ସାହୁ ଓରଫ ବାବୁଲି ସାହୁଙ୍କ କାଳିଆବାଲି ଛକ ବାସଭବନରେ ଗୁରୁବାର ଇଡି ଚଢାଉ ହୋଇଛି। ଆଜି ସକାଳୁ ଇଡିର ୮ ଜଣିଆ ପ୍ରତିନିଧି ଦଳ ଛତ୍ରପୁର ବ୍ଲକ କାଳିଆବାଲି ଛକ ନିକଟ ଆଇଆରଇ ରାସ୍ତାରେ ଥିବା ବାସଭବନରେ ଏହି ଚଢାଉ କରାଯାଇଥିବା ଦେଖିବାକୁ ମିଳିଛି। ଏନେଇ କୌଣସି ଅଧିକାରୀ ମତାମତ ଦେଇ ନ ଥିବା ବେଳେ ଏହି ଚଢ଼ାଉ ବେଳେ କେନ୍ଦ୍ରୀୟ ପୋଲିସ ଫୋର୍ସ ତାଙ୍କ ଘର ବାହାରେ ମୁତୟନ ହୋଇଛନ୍ତି।
ସୂଚନାନୁଯାୟୀ, ଅର୍ଥତତ୍ତ ଚିଟ୍‌ଫଣ୍ଡ ମାମଲାରେ ପରିବହନ ଠିକାଦାର ଅହିଭୂଷଣ ସାହୁ ଜମିଜମା ବିକ୍ରି କରିଥିବା ଅଭିଯୋଗ ହୋଇଥିଲା। ପୂର୍ବରୁ ଏହି ଘଟଣାରେ ପୂର୍ବରୁ ଚଢାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା

ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର…

ଶାଗୁଆନ ଜଙ୍ଗଲରେ ନିଆଁ

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା…

ଆଉ ମାତ୍ର ୧୨ ଦିନ ପରେ ରକ୍ତର ଲୁହ ଢାଳିବ ପାକିସ୍ତାନ! ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୬।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଫେବୃଆରୀ ତୃତୀୟ ସପ୍ତାହରେ ଭାରତ ଗସ୍ତରେ ଆସୁଛନ୍ତି। ସେ ଫେବୃଆରୀ ୧୮ରେ ନୂଆଦିଲ୍ଲୀରେ ହେବାକୁ ଥିବା ଏଆଇ ସମ୍ମିଳନୀରେ ଯୋଗଦେବେ…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

‘ଥ୍ୟାଙ୍କ ୟୁ ପାକିସ୍ତାନ…’, ଭାରତ ସହ ଖେଳିବାକୁ ମନା କଲା ପାକ୍‌, ଖୁସିରେ ନାଚି ଉଠିଲା ବାଂଲାଦେଶ!

ନୂଆଦିଲ୍ଲୀ,୬।୨: ବାଂଲାଦେଶ ଏବଂ ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିରୁଦ୍ଧରେ ଚୁପଚାପ ଏକତ୍ରିତ ହୋଇଥିଲେ। ଏହା ଏବେ ସାମ୍ନାକୁ ଆସିଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri