Posted inଜାତୀୟ

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ସକାଳୁ ଅନୀଲ ଦେଶମୁଖଙ୍କ ନାଗପୁର ସ୍ଥିତ ବାସଭବନ ସମେତ ୫ଟି ସ୍ଥାନରେ ଚଢ଼ାଉ କରିଛି ଇଡି। ଏହି ଚଢ଼ାଉ ଏବେ ବି ଜାରି ରହିଛି। ଏହାପୂର୍ବରୁ ମେ ୨୫ରେ ଇଡ଼ି ତାଙ୍କ ବାସଭବନରେ ଚଢ଼ାଉ କରିଥିଲା। ଇଡି ପୂର୍ବରୁ ସିବିଆଇ ମଧ୍ୟ ଅନୀଲ ଦେଶମୁଖଙ୍କ ବାସଭବନ ସମେତ ୧୨ଟି ସ୍ଥାନରେ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନଜର ବନ୍ଦୀ ମେହେବୁବା ମୁଫତି

ଜମ୍ମୁ,୨୭ ।୧୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହେବୁବା ମୁଫତିଙ୍କର ସମସ୍ୟା ପୁଣି ଥରେ ବଢି ଯାଇଛି । ଶୁକ୍ରବାର ସକାଳେ ତାଙ୍କ...

କେନ୍ଦ୍ର ସରକାରଙ୍କୁ କେଜରିୱାଲଙ୍କ ଅନୁରୋଧ: ସବୁ ଭାରତୀୟଙ୍କୁ ମିଳୁ ମାଗଣା ଟିକା

ନୂଆଦିଲ୍ଲୀ,୯ ।୧: କରୋନା ଭାଇରସ ଭ୍ୟାକ୍ସିନ ଏବେ ଶେଷ ପର୍ଯ୍ୟାୟରେ । ଭ୍ୟାକ୍ସିନେଶନ ପାଇଁ କେବେବି ତାରିଖ ଘୋଷଣା କରାଯାଇପାରେ । ଅନୁମାନ କରାଯାଉଛି କି...

ମୁଣ୍ଡ ନୂଆଁଇଲା ଇଂଲଣ୍ଡ

ନୂଆଦିଲ୍ଲୀ,୭।୧୦: ଭାରତ ଆଗରେ ମୁଣ୍ଡ ନୂଆଁଇଛି ଇଂଲଣ୍ଡ। ଉଭୟ ଡୋଜ୍‌ ନେଇଥିବା ଭାରତୀୟଙ୍କୁ ଆଉ ଇଂଲଣ୍ଡରେ କ୍ୱାରେଣ୍ଟିନ୍‌ରେ ରହିବାକୁ ପଡିବ ନାହିଁ। ଏହି ନିୟମ ଅକ୍ଟୋବର...

ଏଆର୍‌ଆଇଇଏସ୍‌ ସହ ଇସ୍ରୋର ଏମ୍‌ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ

ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)...

୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…

ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍‌ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ...

ଆୟକର ବିଭାଗ ପକ୍ଷରୁ ନୋଟିସ ପାଇ ମୁଣ୍ଡରେ ହାତ ଦେଲେ ରିକ୍ସା ଚାଳକ

ମଥୁରା,୨୫।୧୦: ଉତ୍ତରପ୍ରଦେଶର ମଥୁରାରେ ଜଣେ ରିକ୍ସା ଚାଳକଙ୍କୁ ଆୟକର (ଆଇଟି) ବିଭାଗ ପକ୍ଷରୁ ନୋଟିସ ପଠାଯାଇଛି। ନୋଟିସରେ ତାଙ୍କୁ ୩ କୋଟିରୁ ଅଧିକ ଟଙ୍କା ପରିଶୋଧ...

ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ...

ପୁଣି କରୋନା ଭାଙ୍ଗିଲା ସବୁ ରେକର୍ଡ: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଲା…

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

Advertisement
Archives

Model This Week