Posted inଜାତୀୟ

ପୂର୍ବତନ ବିଧାୟକ ଏବଂ ଆଇଏଏସ୍‌ ଅଧିକାରୀଙ୍କ ଘରେ ପଶିଲା ଇଡି

ପାଟନା, ୧୬।୦୭: ବିହାରର ମଧୁବନି ଏବଂ ପାଟନା ଜିଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିିଛି । ମିଳିଥିବା ସୂଚନା ଅନୁସାରେ ମଧୁବନି ଝଞ୍ଝାରପୁରର ପୂର୍ବତନ ବିଧାୟକ ଗୁଲାବ ଯାଦବଙ୍କ ଘରେ ଇଡି ଖୋଳତାଡ଼ ଆରମ୍ଭ କରିଛି । ଏଥି ସହିତ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ସଞ୍ଜୀବ ହଂସଙ୍କ ୧୨ ଟି ଠିକଣାରୁ ଆଧିକ ସ୍ଥାନରେ ରେଡ୍‌ କରିଛି ।
ମଧୁବନି ଜିଲାର ଝଞ୍ଝାରପୁର ସ୍ଥିତ ଗଙ୍ଗାପୁର ସମେତ ପାଟନା ଏବଂ ପୁନେର ଥିବା ବାସସ୍ଥାନରେ ଏକସଙ୍ଗେ ଇଡିର ବିଭିନ୍ନ ଟିମ୍‌ ଛାପାମାରିଛି । ମିଳିଥିବା ସୂଚନା ଅନୁସାରେ ଅର୍ଥ ହେରଫେର ଧାରା ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ନିର୍ଦ୍ଦେଶାଳୟ । ଅନ୍ୟପଟେ ବିହାରର ଜଣେ କାର୍ଯ୍ୟରତ ଆଇଏଏସ୍‌ ଅଧିକାରୀଙ୍କ ଘରେ ମଧ୍ୟ ଇଡି ପଶିଛି । ଅଧିକାରୀ ସଞ୍ଜୀବ ହଂସଙ୍କ ଅଫିସ୍‌ ସମେତ ତାଙ୍କ ବାସସ୍ଥାନରେ ମଧ୍ୟ ଇଡି ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?