ଖଣି ବ୍ୟବସାୟୀଙ୍କ ଘରେ ପଶିଲା ଇଡି, ଚାଲିଛି ଚଢାଉ

ଭୁବନେଶ୍ୱର,୮।୧: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ପଶିଲା ଇଡି। ଢେଙ୍କାନାଳ ଘର ଓ ଫାର୍ମହାଉସ, ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା, ଭୁବନେଶ୍ବରର ୩ଟି ସ୍ଥାନରେ ଇଡି ରେଡ କରୁଛି। ବେଆଇନ ଅର୍ଥ କାରବାର ନେଇ ଚଢାଉ କରାଯାଉଥିବା ଜଣାପଡିଛି। ଚଢ଼ାଉ ବେଳେ ଟଙ୍କା କାରବାରର ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବରଗଡ଼,୨୨ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିବା ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri