Posted inଜାତୀୟ

ଅବକାରୀ ନୀତି ଦୁର୍ନୀତି: ୪୦ ସ୍ଥାନରେ ଇଡି ଚଢାଉ

ନୂଆଦିଲ୍ଲୀ,୧୬।୯: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୪୦ଟି ସ୍ଥାନରେ ଚଢାଉ କରିଛି। ମଦ ବ୍ୟବସାୟୀ, ଡିଷ୍ଟ୍ରିବ୍ୟୁଟର୍‌ ଓ ସପ୍ଲାଏ ଚେନ ନେଟୱର୍କସ ସହ ଜଡିତ ଥିବା ଲୋକଙ୍କ ଠିକଣାରେ ଚଢାଉ କରାଯାଇଛି। ଆନ୍ଧ୍ର ପ୍ରଦେଶର ନେଲ୍ଲୋର ସମେତ କର୍ନାଟକ, ତାମିଲନାଡୁ ଓ ଦିଲ୍ଲୀ ଏନସିଆର ଅଞ୍ଚଳର ୪୦ଟି ସ୍ଥାନରେ ଏହି ଚଢାଉ କରାଯାଉଛି। ଅବକାରୀ ଦୁର୍ନୀତି ଘଟଣାରେ ଇଡି ଦ୍ୱିତୀୟଥର ପାଇଁ ଏପରି ରେଡ କରିଛି। ଗତ ସପ୍ତାହରେ ତଦନ୍ତକାରୀ ସଂସ୍ଥା ଦିଲ୍ଲୀ, ତେଲେଙ୍ଗାନା, ମହାରାଷ୍ଟ୍ର, ହରିୟାଣା, ଉତ୍ତରପ୍ରଦେଶ ଓ କର୍ନାଟକର ପ୍ରାୟ ୪୫ଟି ସ୍ଥାନରେ ରେଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନରେ ୨୭.୫% ହ୍ରାସ

ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା।...

ଭାରତମାଳା ପରିଯୋଜନାରେ ୧୨ ହଜାରରୁ ଅଧିକ କିମିର ସଡ଼କ ପଥର କାର୍ଯ୍ୟ ଶେଷ ହୋଇଛି: କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୧।୧୦: ଭାରତମାଳା ପରିଯୋଜନା ଅନ୍ତର୍ଗତ ଦେଶରେ ୧୨ ହଜାର ୪୧୩ କିମିର ସଡ଼କ ପଥର କାର୍ଯ୍ୟ ୨୦୨୦ ଅଗଷ୍ଟ ସୁଦ୍ଧା ଶେଷ ହୋଇଥିବା କେନ୍ଦ୍ର...

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇଲେ ଟ୍ରାନ୍ସଜେଣ୍ଡର

ପୁଣେ,୧୯।୫: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ସମସ୍ତେ ସହାୟତା ଯୋଗାଇ ଦେଉଥିବା ଦେଖାଯାଇଛି। ଏହି କ୍ରମରେ ପୁଣେରେ...

ଓଏନ୍‌ଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: ୪ ମୃତ

ମୁମ୍ବାଇ, ୪ା୯: ମୁମ୍ବାଇଠାରୁ ୪୫ କି.ମି. ଦୂର ଉରାନ୍‌ସ୍ଥିତ ରାଷ୍ଟ୍ରାୟତ୍ତ ତୈଳ ଓ ଗ୍ୟାସ୍‌ ପ୍ରୋସେସିଂ ପ୍ଲାଣ୍ଟ ଓଏନ୍‌ଜିସିରେ ମଙ୍ଗଳବାର ସକାଳେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ...

ବିଦେଶୀ ଅନୁଦାନ ଲାଇସେନ୍ସ ହରାଇଲେ ୬ ହଜାର ଏନ୍‌ଜିଓ

ନୂଆଦିଲ୍ଲୀ, ୨।୧: ବିଦେଶୀ ଅନୁଦାନ ପାଇବାକୁ ହେଲେ ଯେକୌଣସି ସଂଗଠନ ଏବଂ ଏନ୍‌ଜିଓ ପାଇଁ ଏଫ୍‌ସିଆର୍‌ଏ ପଞ୍ଜୀକରଣ ବାଧ୍ୟତାମୂଳକ। ତେବେ ନୂଆବର୍ଷରେ ଅକ୍ସଫାମ୍‌ ଇଣ୍ଡିଆ, କମନ...

କର୍ନାଟକର ଆଉ ୫ କଂଗ୍ରେସ ବିଧାୟକ ଗଲେ ସୁପ୍ରିମକୋର୍ଟ

ବେଙ୍ଗାଲୁରୁ,୧୩।୭: କର୍ନାଟକର ମେଣ୍ଟ ସରକାର ସଙ୍କଟରେ ଥିବା ବେଳେ ଅସନ୍ତୁଷ୍ଟ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ରକୁ ନେଇ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୂର୍ବରୁ କୋର୍ଟ ଏହି...

ରାଜନୀତିରେ ଛକା ମାରିଲେ ସିଦ୍ଧୁ

ନୂଆଦିଲ୍ଲୀ,୧୮।୭: କଂଗ୍ରେସ ହାଇକମାଣ୍ଡ ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ ପିସିସି ସଭାପତି ଭାବେ ରବିବାର ନିଯୁକ୍ତି ଦେଇଛନ୍ତି। ଫଳରେ ଦୀର୍ଘଦିନ ଧରି ଦଳରେ ଲାଗି ରହିଥିବା...

ତେଲେଙ୍ଗାନା ବିଧାନସଭାରେ ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ

ହାଇଦ୍ରାବାଦ,୧୬।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ଏନ୍‌ଆରସି ଓ ଏନ୍‌ପିଆର ବିରୋଧରେ ତେଲେଙ୍ଗାନା ବିଧାନସଭାରେ ଏକ ପ୍ରସ୍ତାବ ପାସ୍‌ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ...

Advertisement
Archives

Model This Week