Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନିକଟତମ ଅଧିକାରୀଙ୍କ ଘରେ ଇଡି ଚଢାଉ

ରାୟପୁର,୧୧।୧୦: ଛତିଶଗଡରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମଙ୍ଗଳବାର ସକାଳ ୭ଟାରୁ କାର୍ଯ୍ୟାନୁଷ୍ଠାନ ଚାଲିଛି। ୧୨ରୁ ଅଧିକ ସ୍ଥାନରେ ଇଡି ଦଳ ଉପସ୍ଥିତ ଅଛନ୍ତି। ସୂଚନାନୁସାରେ, ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ନିକଟତମ ଅଧିକାରୀ ସୌମ୍ୟା ଚୌରସିଆଙ୍କ ଘରେ ଇଡି ଚଢାଉ କରିଛି। ଯେଉଁମାନଙ୍କ ଘରେ ଇଡି ଚଢାଉ କରାଯାଇଛି, ସେମାନଙ୍କ ମଧ୍ୟରେ ଅନେକ ଆଇଏଏସ ଅଧିକାରୀ ଏବଂ କିଛି ବ୍ୟବସାୟୀ ଅଛନ୍ତି।
ମଙ୍ଗଳବାର ସକାଳେ ଛତିଶଗଡରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଅନେକ ଆଇଏଏସ ଅଧିକାରୀଙ୍କ ଉପରେ ଚଢାଉ କରିଥିଲେ। ସେମାନଙ୍କ ମଧ୍ୟରେ ରାଇଗଡ କଲେକ୍ଟର ରାନୁ ସାହୁଙ୍କ ନାମ ମଧ୍ୟ ସାମିଲ ଅଛି। ସେମାନଙ୍କ ବ୍ୟତୀତ ଖଣି ବିଭାଗର ନିର୍ଦ୍ଦେଶକ, ଆଇଏଏସ ଅଧିକାରୀ ଜେପି ମୌର୍ଯ୍ୟ, ମାର୍କଫେଡର ଏମଡି ଏବଂ ଆଇଏଏସ ଅଧିକାରୀ ସମୀର ବିଷ୍ଣୋଇ, ସୂର୍ଯ୍ୟକାନ୍ତ ତିୱାରୀଙ୍କ ଘରେ ଚଢାଉ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୬ଇଞ୍ଚ ବରକୁ ୩୪ଇଞ୍ଚ କନ୍ୟାଙ୍କୁ ଦେଖିବାକୁ ଲୋକଙ୍କ ଗହଳି

ଭାଗଲପୁର,୪।୫: କୁହାଯାଏ, ଯୋଡିସବୁ ଉପରୁ ତିଆରି ହୋଇ ଆସିଥାଏ। କିଏ କାହାର ଜୀବନସାଥୀ ହେବ ସେନେଇ ପୂର୍ବରୁ ନିର୍ଦ୍ଧାରିତ ହୋଇରହିଥାଏ। ତେବେ ବିହାରର ଭାଗଲପୁରରେ ବି...

ଦୈନିକ ସଂକ୍ରମଣ ୨ ଶହ ତଳେ…

ନୂଆଦିଲ୍ଲୀ, ୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

୫ ବର୍ଷ ପରେ ଏକାଠି ନିର୍ବାଚନ ପ୍ରଚାରରେ ଦେଖାଦେଲେ ଅଖିଳେଶ, ମୁଲାୟମ, ଶିବପାଲ

ଲକ୍ଷ୍ନୌ,୧୮ ।୨: ଉତ୍ତର ପ୍ରଦେଶରେ ଦ୍ୱିତୀୟ ପର୍ଯର୍୍ୟାୟ ମତଦାନ ଶେଷ ହୋଇଥିବା ବେଳେ ତୃତୀୟ ପର୍ଯ୍ୟାୟ ଲାଗି ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି । ଏବେ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୦।୧୦: ଜମ୍ମୂ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ କାଠୁଆ ଜିଲାର ହିରାନଗର ସେକ୍ଟରରେ ମୋର୍ଟାର ଶେଲିଂ...

ଯଦି ସରକାର ୫ ବର୍ଷ ଚାଲିପାରୁଛି, ଚାଷୀ ଆନ୍ଦୋଳନ କାହିଁକି ନୁହେଁ

ନୂଆଦିଲ୍ଲୀ,୪।୧୧: ଯଦି ସରକାର ୫ ବର୍ଷ ଚାଲିପାରୁଛି, ଆନ୍ଦୋଳନ ମଧ୍ୟ ୫ ବର୍ଷ ଧରି ଚାଲିବ। ବିବାଦୀୟ ଚାଷୀ ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନ ଆଉ...

ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ

ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪...

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ...

ଚାଇନା ନାଗରିକଙ୍କ ପାଇଁ ଦିଲ୍ଲୀର ୩ ହଜାର ହୋଟେଲ-ଗେଷ୍ଟ ହାଉସ୍‌ ବନ୍ଦ

ନୂଆଦିଲ୍ଲୀ, ୨୫।୬: ଚାଇନା ପ୍ରତି ଭାରତୀୟଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି ହୋଇଛି। ଗଲଓ୍ବାନ ଘାଟିରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ଏଭଳି ଭାବନା...

Advertisement
Archives

Model This Week