Posted inଜାତୀୟ

ଗିରଫ ହୋଇ ପାରନ୍ତି ସଞ୍ଜୟ ରାଉତ, ଘରେ ପହଞ୍ଚିଲା ଇଡି

ମୁମ୍ବାଇ,୩୧ ।୭: ମହାରାଷ୍ଟ୍ରର ଶିବସେନା ନେତା ସଞ୍ଜୟ ରାଉତଙ୍କ ଉପରେ ରବିବାର ବଡ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ରବିବାର ସକାଳୁ ସକାଳୁ ସଞ୍ଜୟଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଟିମ ପହଞ୍ଚିଛନ୍ତି । ଅନୁମାନ କରାଯାଉଛି ସଞ୍ଜୟଙ୍କୁ ଗିରଫ କରାଯାଇ ଇଡି ପକ୍ଷରୁ ପଚରା ଉଚରା କରାଯାଇପାରେ । ରାଉତ ଯାଞ୍ଚରେ ସହଯୋଗ ନ କରିବାରୁ ଇଡି ପକ୍ଷରୁ ତାଙ୍କ ଘର ଉପରେ ଚଢାଉ କରାଯାଇଥିବା କୁହାଯାଉଛି ।
ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ୧୦୦୦କୋଟିରୁ ଅଧିକ ଜମି ଘୋଟାଲା ମାମଲାରେ ଇଡିର ଟିମ ରାଉତଙ୍କୁ ପଚରା ଉଚରା କରୁଛନ୍ତି । ତାଙ୍କୁ ଜୁଲାଇ ୨୭ରେ ଇଡି ପକ୍ଷରୁ ନୋଟିସ ଜାରି କରାଯାଇଥିଲା । ହେଲେ ସେ ଅଧିକାରୀଙ୍କ ସାମ୍ନାରେ ହାଜର ହୋଇ ନ ଥିଲେ । ଏହାପରେ ଇଡିର ଅଧିକାରୀ ତାଙ୍କ ଘରେ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri