Posted inଜାତୀୟ

ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ପୁଣି ନୋଟିସ କଲା ଇଡି

ନୂଆଦିଲ୍ଲୀ,୧୮।୧୨: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା ପାଇଁ ପୁଣିଥରେ ନୋଟିସ କରିଛି
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏହି ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଡିସେମ୍ବର ୨୧ ରେ ହାଜର ହେବାକୁ ଇଡି କହିଛି।

ଏହା ପୂର୍ବରୁ ୨ ନଭେମ୍ବରକୁ ପଚରା ଉଚରା ପାଇଁ ଇଡି ତାଙ୍କୁ ନୋଟିସ ପଠାଇଥିଲା, କିନ୍ତୁ ସେ ଏହାକୁ ଆଇନ ବିରୁଦ୍ଧ କହି ଏହାକୁ ଫେରାଇ ନେବାକୁ କହିଥିଲେ। ଏହିଦିନ କେଜରିୱାଲ ମଧ୍ୟପ୍ରଦେଶ ନିର୍ବାଚନ ରାଲିରେ ସାମିଲ ହୋଇଥିଲେ।

ସୂଚନାଯୋଗ୍ୟ, ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏବଂ ଏଏପି ରାଜ୍ୟସଭା ସଦସ୍ୟ ସଞ୍ଜୟ ସିଂ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ନ୍ୟାୟିକ ହେପାଜତରେ ଅଛନ୍ତି। ଅନ୍ୟ ଅଭିଯୁକ୍ତଙ୍କ ପଚରାଉଚରା ଆଧାରରେ ଇଡି କେଜରିୱାଲଙ୍କୁ ଜେରା କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?