Posted inଜାତୀୟ

ବଢିଲା ସଞ୍ଜୟ ରାଉତଙ୍କ ଅଡୁଆ: ସ୍ତ୍ରୀଙ୍କୁ ଇଡି ସମନ

ମୁମ୍ବାଇ,୪।୮:ପାଟ୍ରା ଚୌଲ ଦୁର୍ନୀତି ମାମଲାରେ ଗିରଫ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ଗୋଟିଏ ପଟେ କୋର୍ଟ ରାଉତଙ୍କ ରିମାଣ୍ଡ ଅଗଷ୍ଟ ୮ ପର୍ଯ୍ୟନ୍ତ ବୃଦ୍ଧି କରିଥିବା ବେଳେ ଅନ୍ୟପଟେ ତାଙ୍କ ସ୍ତ୍ରୀ ବର୍ଷା ରାଉତଙ୍କୁ ଇଡି ପକ୍ଷରୁ ସମନ କରାଯାଇଛି।
ସୂଚନାଯୋଗ୍ୟ, ପାତ୍ରା ଚୌଲ ଜମି ଦୁର୍ନୀତି ଘଟଣାରେ ରାଉତ ଓ ତାଙ୍କ ପରିବାର ସଦସ୍ୟ ୧ କୋଟି ଟଙ୍କାର ଫାଇଦା ହାସଲ କରିଥିବା ଇଡି କହିଛି। ଏହି ଟଙ୍କାରେ ସଞ୍ଜୟ ରାଉତ ଆଉ କିଛି ସ୍ଥାନରେ ବିଲଡିଂ କିଣିଥିବାରୁ ଇଡି ଏହାକୁ ସିଜ ମଧ୍ୟ କରିଛି। ଗତ ରବିବାର ସଞ୍ଜୟଙ୍କୁ ଇଡି ଗିରଫ କରିଥିଲା। ଏହି ଜମି ଦୁର୍ନୀତି ଘଟଣାରେ ବର୍ଷା ସାମିଲ ଥିବା ପୂର୍ବରୁ ଅନେକ ଥର ଇଡି କହି ସାରିଛି। ପ୍ରାୟ ୪ ମାସ ତଳେ ଇଡି ପାତ୍ରା ଚୌଲ ଜମି ଦୁର୍ନୀତି ଘଟଣାରେ ବର୍ଷା ରାଉତ ଓ ସଞ୍ଜୟ ରାଉତଙ୍କ ଦୁଇ ଘନିଷ୍ଠ ସହଯୋଗୀଙ୍କ ୧୧ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri