Posted inଜାତୀୟ

ଝାଡଖଣ୍ଡ ଅର୍ଥମନ୍ତ୍ରୀଙ୍କ ବାସଭବନ ସମେତ ୩୨ ସ୍ଥାନରେ ଇଡିର ଚଢାଉ

ରାଞ୍ଚି,୨୩।୮: ଝାଡଖଣ୍ଡରେ ମଦ ଏବଂ ଜମି ଦୁର୍ନୀତି ଘୋଟାଲାରେ ବୁଧବାର ରାଜ୍ୟ ଅର୍ଥମନ୍ତ୍ରୀ ରମେଶ୍ୱର ଓରାଁଓଙ୍କ ରାଞ୍ଚିସ୍ଥିତ ବାସଭବନ ସମେତ ୫ ସହରରେ ୩୨ଟି ସ୍ଥାନରେ ଇଡି ଚଢାଉ କରିଛି। ଇଡିର ଏଭଳି କାର୍ଯ୍ୟାନୁଷ୍ଠାନ ଯୋଗୁ ରାଜ୍ୟର ରାଜନୀତି ତୀବ୍ର ହୋଇଛି। ଅର୍ଥମନ୍ତ୍ରୀଙ୍କ ପୁଅଙ୍କ ଘରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କଂଗ୍ରେସ ଭାଜପା ସରକାର ଉପରେ ଜୋରଦାର ଆକ୍ରମଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri