Posted inଜାତୀୟ

ଅବକାରୀ ନୀତି ମାମଲା: ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ନୋଟିସ୍, ୨ ନଭେମ୍ବର ପଚାର ଉଚରା ପାଇଁ ଡ଼କାଇଲା

ନୂଆଦିଲ୍ଲୀ,୩୦/୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୋମବାର ନୋଟିସ୍ କରିଛି ଇଡି। ଦିଲ୍ଲୀ ନୂତନ ଅବକାରୀ ନୀତି ମାମଲାରେ ପଚାର ଉଚରା କରିବା ପାଇଁ ୨ ନଭେମ୍ବରକୁ ଡକାଇଛି। ଏହା ପୂର୍ବରୁ ଏପ୍ରିଲ ମାସରେ ସିବିଆଇ ପଚାର ଉଚରା ପାଇଁ ଡ଼କାଇଥିଲା। ସମାନ ମାମଲାରେ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ରାଜ୍ୟସଭା ସଂସଦ ସଞ୍ଜୟ ସିଂ ବର୍ତ୍ତମାନ ଜେଲରେ ଅଛନ୍ତି।

ଏହା ପୂର୍ବରୁ ଆମ ଆଦମୀ ପାର୍ଟି ସୋମବାର ଦିଲ୍ଲୀ ଅବକାରୀ ମାମଲାରେ ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା। ତେବେ ଏଠାରେ କୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ଦେବାକୁ ମନା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri