Posted inଜାତୀୟ

ଝାଡ଼ଖଣ୍ଡ ମନ୍ତ୍ରୀ ଆଲମଗିରଙ୍କୁ ସମନ ଜାରି କଲା ଇଡି

ରାଞ୍ଚି,୧୨ା୫: ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବଙ୍କ ସହାୟକ ଘରୁ ଗତ ସପ୍ତାହରେ ୩୪ କୋଟି ଟଙ୍କା ଜବତ ହୋଇଥିଲା। ଏହି ମାମଲାରେ ସଚିବ ସଞ୍ଜୀବ ଲାଲ୍‌ ଏବଂ ତାଙ୍କ ଘରୋଇ ସହାୟକ ଜେହାଙ୍ଗୀରଙ୍କୁ ଗିରଫ କରାଯାଇଥିବା ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମନ୍ତ୍ରୀ ଆଲମଗିରଙ୍କୁ ନୋଟିସ ଜାରି କରିଛି।

ତାଙ୍କୁ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହେବା ଲାଗି କୁହାଯାଇଛି। ଜବତ ଟଙ୍କା ସହ କୌଣସି ସମ୍ପର୍କ ନ ଥିବା ମନ୍ତ୍ରୀ କହି ଆସୁଛନ୍ତି। ତେବେ ଜେହାଙ୍ଗୀରଙ୍କ ସହ ମନ୍ତ୍ରୀଙ୍କ କୌଣସି ସମ୍ପର୍କ ଥିଲା କି ନାହିଁ, ତାହା ଜାଣିବା ପାଇଁ ଇଡି ସମନ କରିଛି। ମନିଲଣ୍ଡରିଂ ମାମଲାରେ ଗ୍ରାମାଞ୍ଚଳ ବିକାଶ ବିଭାଗର ବହୁ ଅଫିସର ସମ୍ପୃକ୍ତ ଥିବା ଇଡି ପୂର୍ବରୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri