Posted inଜାତୀୟ

ପ୍ରଶ୍ନପତ୍ର ଲିକ୍‌ ମାମଲା: ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ରାଜସ୍ଥାନ କଂଗ୍ରେସ ମୁଖ୍ୟଙ୍କ ଦୁଇ ପୁଅଙ୍କୁ ସମନ

ଜୟପୁର,୨।୧୧: ନିର୍ବାଚନ ପୂର୍ବରୁ କଂଗ୍ରେସର ଅଢୁଆ ଦିନକୁ ଦିନ ବଢିବାରେ ଲାଗିଛି। ସରକାରୀ ସ୍କୁଲ ଶିକ୍ଷକ ଚୟନରେ ପ୍ରଶ୍ନପତ୍ର ଲିକ୍‌ ଏବଂ ଆର୍ଥିକ ଅପରାଧ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ରାଜସ୍ଥାନ କଂଗ୍ରେସ ମୁଖ୍ୟ ଗୋବିନ୍ଦ ସିଂହ ଡୋଟାସରାଙ୍କ ଦୁଇ ପୁଅଙ୍କୁ ସମନ ଜାରି କରିଛି।

ସମନରେ ଅଭିଳାଷ ଡୋଟାସରାଙ୍କୁ ନଭେମ୍ବର ୭ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍‌ ଜାରି ହୋଇଥିବା ବେଳେ ଅବିନାଶ ଡୋଟାସରାଙ୍କୁ ନଭେମ୍ବର ୮ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ଇଡି ପକ୍ଷରୁ ନୋଟିସ୍‌ ଦିଆଯାଇଛି। ଗତ ସପ୍ତାହରେ ଇଡି ଜୟପୁର କଂଗ୍ରେସ ମୁଖ୍ୟ ଗୋବିନ୍ଦ ସିଂହ ଡୋଟାସରାଙ୍କ ବାସଭବନରେ ଚଢାଉ କରିଥିଲା। ରାଜସ୍ଥାନ କଂଗ୍ରେସ ମୁଖ୍ୟ ଗୋବିନ୍ଦ କହିଛନ୍ତି, ସେ କୌଣିସ ଭୁଲ କରି ନାହାନ୍ତି। ଇଡିର ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri