Posted inଜାତୀୟ

ସଞ୍ଜୟ ରାଉତଙ୍କ ସ୍ତ୍ରୀଙ୍କୁ ଇଡିର ସମନ

ମୁମ୍ବାଇ,୨୭।୧୨: ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କ ସ୍ତ୍ରୀ ବର୍ଷା ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ନୋଟିସ ପଠାଯାଇଛି। ପିଏମସି ବ୍ୟାଙ୍କ ଘୋଟାଲା ମାମଲାର ତଦନ୍ତ ସଂପର୍କରେ ଏହି ନୋଟିସ ପଠାଯାଇଥିବା ଜଣାପଡିଛି। ଡିସେମ୍ବର ୨୯ରେ ପଚରାଉଚରା ପାଇଁ ଇଡି ବର୍ଷାଙ୍କୁ ଡାକିଛି। ପିଏମସି ବ୍ୟାଙ୍କ ଘୋଟାଲା ମାମଲାର ତଦନ୍ତରେ ସାମିଲ ପାଇଁ ଇଡି ସଞ୍ଜୟ ରାଉତଙ୍କ ସ୍ତ୍ରୀ ବର୍ଷାଙ୍କୁ ଡକାଇଛି। ସୂତ୍ରରୁ ପ୍ରକାଶ ଯେ ଏହି ପରିପ୍ରେକ୍ଷୀରେ ପ୍ରବୀଣ ରାଉତ ନାମକ ଅନ୍ୟ ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀଙ୍କ ସହ ବର୍ଷାଙ୍କ ଟଙ୍କା ଲେଣଦେଣ ହୋଇଛି। ତେବେ ସମ୍ପତ୍ତି କ୍ରୟ କରିବା ପାଇଁ ସେ ଉଧାର ନିଆଯାଇଥିଲା ବୋଲି ଭର୍ସା ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri