ୟାମି ଗୌତମଙ୍କୁ ଇଡି ସମନ

ବିଦେଶୀ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ମାମଲାରେ ସମ୍ପୃକ୍ତ ଅଭିନେତ୍ରୀ ୟାମି ଗୌତମଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଇଡି କାର୍ଯ୍ୟାଳୟରେ ହାଜର ହୋଇ ଜେରାର ସମ୍ମୁଖୀନ ହେବା ଲାଗି ଏହି ‘ଭିକି ଡୋନର’ ଅଭିନେତ୍ରୀଙ୍କୁ କୁହାଯାଇଛି। ନିକଟରେ ଚଳଚ୍ଚିତ୍ର ପ୍ରଯୋଜକ ଆଦିତ୍ୟ ଧର୍‌ଙ୍କୁ ବିବାହ କରିଥିବା ୟାମି ଫେମା ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଇଡିର ଜୋନ୍‌ ୨ ଏହି ମାମଲାର ତଦନ୍ତ କରୁଛି। ଅଭିଯୋଗ ଅନୁଯାୟୀ ୟାମିଙ୍କ ଘରୋଇ ବ୍ୟାଙ୍କ ଆକାଉଣ୍ଟରୁ ବିଦେଶକୁ ଅର୍ଥ ଟ୍ରାନ୍ସଫର କରାଯାଇଥିଲା। ଏ ସମ୍ପର୍କରେ ସେ କର୍ତ୍ତୃପକ୍ଷଙ୍କୁ ଜଣାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହିଁ ମୋର ଆଦର୍ଶ

ହୋଟେଲ, ଢାବା, ଗ୍ୟାରେଜରୁ ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରନ୍ତି ବୋଲି ତାଙ୍କୁ କିଏ କହେ ‘ଛୁଆଧରା ଅଫିସର’। ବାଲ୍ୟ ବିବାହକୁ ବନ୍ଦ କରି ନାବାଳିକାଙ୍କୁ ଉଦ୍ଧାର...

କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଲି ଫଜଲ କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ କହିବାକୁ କହିଛନ୍ତି। ତେବେ ବରିଷ୍ଠ ନାଗରିକଙ୍କୁ ସେ ଏହା କହିବାକୁ କହିଛନ୍ତି। ତାଙ୍କ...

ଅନେକଙ୍କୁ ଜଣାନାହିଁ ପ୍ରଭାସଙ୍କ ପୂରା ନାମ

ଚେନ୍ନାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ୨୩ ଅକ୍ଟୋବରକୁ ତାଙ୍କର ୪୨ ତମ ଜନ୍ମଦିନ ପାଳନ କରୁଛନ୍ତି । ଏସ୍ ଏସ୍ ରାଜାମୌଳିଙ୍କ ଫିଲ୍ମ...

ବିନା ମେକ୍‌ଅପ୍‌ରେ ଫଟୋ ଶେୟାର କଲେ ବେବୋ, ମୁହଁରେ ସ୍ପଷ୍ଟ ବାରି ହେଉଛି ପ୍ରେଗ୍ନାସି ଗ୍ଲୋ

ଅଭିନେତ୍ରୀ କରୀନା କପୁର ଏବଂ ସୈଫ୍‌ ଅଲି ଖାଁଙ୍କ ଘରକୁ ଖୁବଶୀଘ୍ର ନୂଆ ଅତିଥି ଆସୁଛନ୍ତି। କରୀନା ତାଙ୍କ ଗର୍ଭାବସ୍ଥା ସମୟକୁ ଖୁବ୍‌ ଉପଭୋଗ କରୁଛନ୍ତି।...

ବୋଲ୍ଡ ଫଟୋ ଶେୟାର କଲେ ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ କରନ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଆଉ ଫିଲ୍ମ ଦୁନିଆରେ ଦେଖିବାକୁ ମିଳୁନାହାନ୍ତି। କିନ୍ତୁ ସୋସିଆଲ ମିଡିଆରେ...

ରିଲିଜ ହେଲା ‘ଆର୍ଟିକଲ-୧୫’

ଫିଲ୍ମ ଫ୍ରାଇଡେ’ରେ  ରିଲିଜ ହୋଇଛି ଆୟୁଷ୍ମାନ ଖୁରାନାଙ୍କ ଅଭିନୀତ ଫିଲ୍ମ ‘ଆର୍ଟିକଲ-୧୫’। ଭାରତୀୟ ସମ୍ବିଧାନର ଧାରା ୧୫କୁ ନେଇ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଅନୁଭବ...

୧୧ ବର୍ଷ ପରେ ଏକାଠି ନଜର ଆସିବେ ରାଣୀ-ଶୈଫ

ମୁମ୍ବାଇ: ବଲିଉଡ୍‌ରେ ଦୀର୍ଘ ୧୧ ବର୍ଷ ପରେ ପୁଣିଥରେ ନଜରକୁ ଆସିବେ ରାଣୀ ମୁଖାର୍ଜି ଓ ଶୈଫ ଅଲ୍ଲି ଖାଁ। କାରଣ ୨୦୦୫ର ଫିଲ୍ମ ‘ବଣ୍ଟି...

ଜନ୍ମଦିନରେ ପୂରାପରିବାରକୁ ହରାଇଥିଲେ ଏହି ଅଭିନେତା: ବାପା ହିଁ କରିଥିଲେ ଗୁଳି

ଜନ୍ମଦିନ ସମସ୍ତଙ୍କ ପାଇଁ ବର୍ଷର ସବୁଠାରୁ ବଡ଼ ଦିନ ହୋଇଥାଏ । ଏହି ଦିନକୁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ହେଲେ ଏହି ଜନ୍ମଦିନ ଜଣେ...

Advertisement
Seven Jackpot


Archives

Model This Week