ୟାମି ଗୌତମଙ୍କୁ ଇଡି ସମନ

ବିଦେଶୀ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ମାମଲାରେ ସମ୍ପୃକ୍ତ ଅଭିନେତ୍ରୀ ୟାମି ଗୌତମଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଇଡି କାର୍ଯ୍ୟାଳୟରେ ହାଜର ହୋଇ ଜେରାର ସମ୍ମୁଖୀନ ହେବା ଲାଗି ଏହି ‘ଭିକି ଡୋନର’ ଅଭିନେତ୍ରୀଙ୍କୁ କୁହାଯାଇଛି। ନିକଟରେ ଚଳଚ୍ଚିତ୍ର ପ୍ରଯୋଜକ ଆଦିତ୍ୟ ଧର୍‌ଙ୍କୁ ବିବାହ କରିଥିବା ୟାମି ଫେମା ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଇଡିର ଜୋନ୍‌ ୨ ଏହି ମାମଲାର ତଦନ୍ତ କରୁଛି। ଅଭିଯୋଗ ଅନୁଯାୟୀ ୟାମିଙ୍କ ଘରୋଇ ବ୍ୟାଙ୍କ ଆକାଉଣ୍ଟରୁ ବିଦେଶକୁ ଅର୍ଥ ଟ୍ରାନ୍ସଫର କରାଯାଇଥିଲା। ଏ ସମ୍ପର୍କରେ ସେ କର୍ତ୍ତୃପକ୍ଷଙ୍କୁ ଜଣାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗୁଡ୍‌ ନ୍ୟୁଜ୍‌’ ସହ ଅକ୍ଷୟ କରିପାରନ୍ତି ରେକର୍ଡ

ମୁମ୍ବାଇ: ଶ୍ୱଶୁର ରାଜେଶ୍‌ ଖାନ୍ନାଙ୍କ ରେକର୍ଡ ଭାଙ୍ଗିବେକି ଅକ୍ଷୟ! ସମସ୍ତଙ୍କ ନଜର ଏବେ ଅକ୍ଷୟଙ୍କ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ଉପରେ। ଆପଣ ଟିକେ କନ୍‌ଫ୍ୟୁଜ୍‌ ହେଉଛନ୍ତି...

ଲିପ୍‌ଷ୍ଟିକ୍‌ କି ଚପଲ ନୁହେଁ, ଯେଉଁ ସହରକୁ ଯାଆନ୍ତି ଏହି ଜିନିଷ କିଣିବାକୁ ଭଲ ପାଆନ୍ତି ଆଲିଆ ଭଟ୍ଟ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ବରୁଣ ଧାୱନ ପରସ୍ପରର ଭଲ ବନ୍ଧୁ। ଉଭୟ ଅନେକ ହିଟ ଫିଲ୍ମରେ ଏକାଠି କାମ କରିଛନ୍ତି। ବରୁଣ...

ହାତରେ ହାତ ଛନ୍ଦି ବୁଲୁଛନ୍ତି ହ୍ରିତିକ୍‌-ସବା

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ଡେଟ୍‌ କରୁଛନ୍ତି। ଉଭୟ ପ୍ରାୟତଃ ପାର୍ଟିରେ ଏକାଠି...

ଶୀଘ୍ର ମା’ ହେବାକୁ ଚାହୁଁଛି: ସନା

ବମ୍ବେ: ପ୍ରେମିକଙ୍କଠାରୁ ଅଲଗା ହେବା ପରେ ପ୍ରଥମେ ଅଭିନୟଜଗତ ଛାଡ଼ିଥିଲେ ଅଭିନେତ୍ରୀ ସନା ଖାନ। ଆଉ ଏବେ ବିବାହ କରି ସେ ଚର୍ଚ୍ଚାରେ। ମୁଫ୍‌ତି ଅନସଙ୍କ...

୩୦ ଲକ୍ଷରେ ବିଗ୍‌ ବି ବିକୁଛନ୍ତି କୋଟିଏରୁ ଅଧିକ ମୂଲ୍ୟର ଏହି କାର୍‌? ୧୪ ବର୍ଷ ପୂର୍ବେ ସଉକରେ କିଣିଥିଲେ

ବମ୍ବେ: କାର୍‌ ବିକିବେ ବିଗ୍‌ ବି ଅମିତାଭ। ନିଜର ପୋର୍ଚେ କେମ୍ୟାନ୍‌ ଏସ୍‌ କାର୍‌କୁ ବିକ୍ରି କରିବାକୁ ଅମିତାଭ ନିଷ୍ପତ୍ତି ନେଇଛନ୍ତି। କାରଟିର ମୂଲ୍ୟ ୧.୨୦...

ଶାଶୁ ବୋହୂ ଧାରାବାହିକ ଯୁଗରେ ସାହିତ୍ୟ ତିଷ୍ଠିବା ଅସମ୍ଭବ

ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ। ନିକଟରେ ସେ ନିଜ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ୪୦ତମ ଶାରଳା...

ତୈମୁରଙ୍କଠାରୁ ବି ଦାମିକିଆ ଡ୍ରେସ୍‌ ପିନ୍ଧନ୍ତି ଏହି ଷ୍ଟାର କିଡ୍ସ

ମୁମ୍ବାଇ: ସବୁ ମାତାପିତା ନିଜ ପିଲାଙ୍କୁ ସବୁଠାରୁ ଭଲ ଜିନିଷ ଦେବାକୁ ଚେଷ୍ଟା କରିଥାନ୍ତି। ଯେପରିକି ଭଲ ଖାଇବା, ପିନ୍ଧିବା, ଖେଳନା ଓ ପାଠପଢ଼ା। ଏହାରି...

ପରଦାକୁ ଆସିବ ‘ବାଲା’, ଜାଣନ୍ତୁ କେମିତି ହୋଇଥିଲା ଫିଲ୍ମର ନାମକରଣ

ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଅପକମିଂ ଫିଲ୍ମ ‘ବାଲା’ ନଭେମ୍ବର ୭ରେ ପରଦା ଉପରକୁ ଆସିବାକୁ ଯାଉଛି। ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଏହାର ଟାଇଟେଲକୁ ନେଇ...

Advertisement
Archives

Model This Week