ଜୁନ୍‌ରୁ କମିପାରେ ଖାଇବା ତେଲ ଦର

ନୂଆଦିଲ୍ଲୀ, ୨୨ା୫: ବିଶ୍ୱ ସ୍ତରରେ ପାମ୍‌ ତୈଳର ବୃହତ୍ତମ ରପ୍ତାନିକାରୀ ଇଣ୍ଡୋନେସିଆ ରପ୍ତାନି ଉପରେ କଟକଣା ହଟାଇବା ପରେ ଜୁନ୍‌ରୁ ରନ୍ଧନ ତୈଳ ଦର ହ୍ରାସ ହେବା ନେଇ ଆଶା ଦେଖାଦେଇଛି। ୨୩ ତାରିଖରୁ ଇଣ୍ଡୋନେସିଆ ପାମ୍‌ ତୈଳ ରପ୍ତାନି ନେଇ ଲଗାଇଥିବା କଟକଣା ହଟାଇବା ନେଇ ଘୋଷଣା କରିଛି। ଏହାଛଡ଼ା ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ସ୍ଥିତି ସ୍ଥିର ହେବା ପରେ ୟୁକ୍ରେନ୍‌ରୁ ସୂର୍ଯ୍ୟମୁଖୀ ତୈଳ ରପ୍ତାନିରେ ମଧ୍ୟ ସୁଧାର ଆସିପାରିବ ବୋଲି ବ୍ୟବସାୟୀମାନେ ଆଶା ରଖିଛନ୍ତି। ଏହିସବୁ ରପ୍ତାନି ପ୍ରତିବନ୍ଧକ ହଟାଇଯିବା ପରେ ଖାଇବା ତେଲର ବଜାର ଉପଲବ୍ଧତା ବୃଦ୍ଧି ଘଟିବ। ସୂଚନାଯୋଗ୍ୟ, ଇଣ୍ଡୋନେସିଆ ବାର୍ଷିକ ୪୬ ମିଲିୟନ ଟନ୍‌ ପାମ୍‌ ତୈଳ ଉତ୍ପାଦନ କରିଥାଏ। ସେଥିମଧ୍ୟରୁ ୯ ମିଲିୟନ ଟନ୍‌ ଖାଇବା ତେଲ ଏବଂ ଅନ୍ୟ ୯ ମିଲିୟନ ଟନ୍‌ ବାୟୋଡିଜେଲ କାର୍ଯ୍ୟକ୍ରମରେ ଉପଯୋଗ କରିଥାଏ। ଅବଶିଷ୍ଟ ୨୮ ମିଲିୟନ ଟନ ତୈଳ ଅନ୍ୟ ଦେଶକୁ ରପ୍ତାନି କରିବା କାର୍ଯ୍ୟରେ ଲଗାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ଏପ୍ରିଲ ୧ରୁ ବଦଳୁଛି ଏହି ନିୟମ, ଜାଣନ୍ତୁ ନୂଆ…

ନୂଆଦିଲ୍ଲୀ,୨୯।୩: ଟ୍ରେନ ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରନ୍ତି ଏବଂ ଟିକେଟ କ୍ୟାନସଲ କରିବାକୁ ପଡ଼େ, ତେବେ ଭାରତୀୟ ରେଳବାଇର…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri