ଚାଇନା ଗଣମାଧ୍ୟମର ଚେତାବନୀ: ଆମକୁ ଶତ୍ରୁ ନ ଭାବୁ ଆମେରିକା, ପୁଣି ହୋଇପାରେ ୯/୧୧ ଭଳି ଆକ୍ରମଣ

ବେଜିଂ,୧୩ ।୯: ଚାଇନା ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସର ସମ୍ପାଦକ ହୁ ଜିଜିନ ୯/୧୧ ଆତଙ୍କବାଦୀ ଆକ୍ରମଣର ୨୦ ବର୍ଷ ପୂର୍ତ୍ତିରେ ଏକ ବଡ ବୟାନ ଦେଇଛନ୍ତି । ଜିଜିନ କହିଛନ୍ତି ଆମେରିକା ଚାଇନାକୁ ତା’ର ଶତ୍ରୁ ବୋଲି ଭାବି ବଡ ଭୁଲ କରୁଛି । ଯଦି ଆମେରିକା ଏମିତି ମନୋଭାବ ରଖେ ତେବେ ଆତଙ୍କବାଦୀ ଏହାର ଫାଇଦା ଉଠାଇ ପାରନ୍ତି । ଭବିଷ୍ୟତରେ ୯/୧୧ ଭଳି ଆଉ ଏକ ଆକ୍ରମଣର ପୁଣିଥରେ ପୁନରାବୃତ୍ତି ହୋଇପାରେ ବୋଲି ଜିଜିନ କହିଛନ୍ତି । ଜିଜିନ କହିଛନ୍ତି ୧୧ ସେପ୍ଟେମ୍ବରର ଆକ୍ରମଣ କେବଳ ୧୯ ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ଆତ୍ମଘାତି ଆକ୍ରମଣ ଥିଲା । ହେଲେ ଏହା ଆତ୍ମଘାତି ଆକ୍ରମଣ ଆତଙ୍କବାଦୀ ସଙ୍ଗଠନ ଦ୍ୱାରା କରାଯାଇ ନ ଥିଲା । ସେ ଆହୁରି ଚେତାବନୀ ଦେଇ କହିଛନ୍ତି ଯେ କେତେ ଗୁଡିଏ ଆତଙ୍କବାଦୀ ସଙ୍ଗଠନ ଏକାଠି ହୋଇ ଆମେରିକାରେ ଆକ୍ରମଣ କରିବାର ଯୋଜନାରେ ଅଛନ୍ତି । ତେଣୁ ସମୟ କହିବ ଚାଇନାକୁ ନିଜର ଶତ୍ରୁ ଭାବି ଆମେରିକା କେତେବଡ ଭୁଲ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭ୍ୟାକ୍ସିନକୁ ନେଇ ସତର୍କ କଲା ଇଣ୍ଟରପୋଲ!

ଲଣ୍ଡନ,୬ ।୧୨: କରୋନା ଭାଇସରଠାରୁ ଦୂରେଇ ରହିବାକୁ ବିଶ୍ୱବାସୀଙ୍କୁ ଖୁବ୍‌ଶୀଘ୍ର ଏହାର ଭ୍ୟାକ୍ସିନ ମିଳିଯିବ ବୋଲି କୁହାଯାଉଛି । ହେଲେ ଏହା ସାଧାରଣ ଜନତାଙ୍କ ପାଖରେ...

ଅନ୍‌ଲାଇନ୍‌ରେ ୧.୫ ଲକ୍ଷ ଟଙ୍କାର ଆଇଫୋନ୍‌ ଅର୍ଡର କରିଥିଲେ ମହିଳା, ଆସିଲା ଏମିତି ଜିନିଷ

ଆଜିକାଲି ଅନଲାଇନ୍‌ ଶପିଂର ଚାହିଦା ବଢିଛି। ଫୋନ୍‌ରେ ଅର୍ଡର କଲା ମାତ୍ରେ ଯେକୌଣସି ଜିନିଷ ଘରେ ଆସି ପହଞ୍ଚି ଯାଉଛି। କିନ୍ତୁ ବେଳେବେଳେ ଅନଲାଇନ୍‌ ଅର୍ଡର...

ଟିକା ସାର୍ଟିଫିକେଟକୁ ସ୍ବୀକୃତି ଦେବାକୁ ଆହ୍ବାନ

ଓ୍ବାଶିଂଟନ, ୨୩।୯: ଅନ୍ତର୍ଜାତୀୟ ଗମନାଗମନକୁ ସୁଗମ କରିବା ଲାଗି ଟିକା ପ୍ରମାଣପତ୍ରକୁ ଆପୋଷ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ୫ ଦିନିଆ ଆମେରିକା ଗସ୍ତରେ ଥିବା...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

କରୁଣାତିଲକଙ୍କୁ ବୁକର

କଲମ୍ବୋ, ୧୯ା୧୦: ଆର୍ଥିକ ଦୁରବସ୍ଥା ଦେଇ ଗତି କରୁଥିବା ଶ୍ରୀଲଙ୍କାର ଲେଖକ ଶେହାନ୍‌ କରୁଣାତିଲକ(୪୭)ଙ୍କୁ ୨୦୨୨ ବର୍ଷ ପାଇଁ ବ୍ରିଟେନର ବୁକର ସମ୍ମାନ ପ୍ରଦାନ କରାଯାଇଛି।...

ସେନାକୁ ସମାଲୋଚନା ମହଙ୍ଗା ପଡିଲା: ପାକ୍‌ ଖବରଦାତାଙ୍କୁ ହତ୍ୟା

ଇସ୍‌ଲାମାବାଦ,୧୮ା୬(ପି.ଟି.): ପାକିସ୍ତାନୀ ସେନାବାହିନୀ ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ ସମାଲୋଚନା କରିବା ସେଠାକାର ଜଣେ ବ୍ଲଗର୍‌ ତଥା ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ମହମ୍ମଦ ବିଲାଲ...

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ,…

କରାଚି,୧୪।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଚାଇନା ଇଞ୍ଜିନିୟର ଏବଂ ସୈନ୍ୟ ବାହିନୀଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ପ୍ରଚଣ୍ଡ ବିସ୍ଫୋରଣ...

ସୁନାମୀରେ ନଷ୍ଟ ହୋଇଥିବା ଜଙ୍ଗଲ କାଠରେ ନିର୍ମିତ ହେଲା ୨୦୨୦ ଟୋକିଓ ଅଲମ୍ପିକ୍‌ ମୁଖ୍ୟ ଷ୍ଟାଡ଼ିୟମ୍‌: ଏକକାଳୀନ ବସି ପାରିବେ ୬୦ ହଜାର ଦର୍ଶକ

ଟୋକିଓ,୧।୧୨: ଜାପାନରେ ୨୦୨୦ ଟୋକିଓ ଅଲମ୍ପିକ୍‌ ହେବ। ଏଥିପାଇଁ ମୁଖ୍ୟ ଷ୍ଟାଡ଼ିୟମ୍‌ ନିର୍ମାଣ କାର୍ଯ୍ୟ ଏବେ ଶେଷ ହୋଇଛି। ଷ୍ଟାଡ଼ିୟମ୍‌ ନିର୍ମାଣରେ ୮୭ ପ୍ରତିଶତ କାଠର...

Advertisement
Archives

Model This Week