ଏଇ ଭାରତରେ

ପେସାରେ ସାମ୍ବାଦିକ ହେଲେ ମଧ୍ୟ ଚାଷରେ ଏକ ନମ୍ବର। ଏମିତି ଜଣେ ସାମ୍ବାଦିକ ହେଉଛନ୍ତି କେରଳର ୫୪ ବର୍ଷୀୟ ନାରାୟଣନ୍‌ କନାଲୟାମ। ତାଙ୍କ ଫାର୍ମରେ ୮୭ ପ୍ରକାରର ବିନ୍ସ ଉପତ୍ାଦନ କରୁଛନ୍ତି। ପୁରୁଣା ପ୍ରଜାତିର ଶସ୍ୟ ସଂରକ୍ଷଣ କରିବା ଲକ୍ଷ୍ୟରେ ସେ ଏହି ଚାଷ ଜାରି ରଖିଛନ୍ତି। ୨୦୧୬ରୁ ନାରାୟଣନ୍‌ ଚାଷ ଆରମ୍ଭ କରିଥିଲେ। ଓ୍ବାୟନାଡାସ୍ଥିତ ଏମ୍‌. ଏସ୍‌. ସ୍ବାମୀନାଥନ୍‌ ରିସର୍ଚ୍ଚ ଫାଉଣ୍ଡେଶନସ୍‌ କମ୍ୟୁନିଟି ଆଗ୍ରୋବାୟୋଡାଇଭର୍ସିଟି ସେଣ୍ଟରରୁ ୨୭ ପ୍ରକାର ବିନ୍ସ ବିହନ ଆଣି ପ୍ରଥମେ ୭ ଏକର ଜମିରେ ଚାଷ କରିଥିଲେ। ଏହାପରେ ସେ ରାଜସ୍ଥାନ ଏବଂ ଆସାମର ଚାଷୀମାନଙ୍କଠାରୁ ଅବଶିଷ୍ଟ ବିନ୍ସର ବିହନ ସଂଗ୍ରହ କରିଛନ୍ତି। ନାରାୟଣନ୍‌ଙ୍କ ମା’ ଓ ତାଙ୍କ ସ୍ତ୍ରୀ ତାଙ୍କୁ କୃଷିରେ ସହଯୋଗ କରୁଛନ୍ତି। ସେ ସକାଳ ୫ଟାରୁ ୭ଟା ଯାଏ କ୍ଷେତରେ କାମ କରି ତା’ପରେ ଅଫିସ ବାହାରିଯାଆନ୍ତି। ପୁଣି ଅପରାହ୍ନ ୪ଟାରେ ଫେରି ତାଙ୍କ ମା’ଙ୍କ ସହ କାର୍ଯ୍ୟରେ ଯୋଗଦିଅନ୍ତି। ବିନ୍ସରୁ ସେ ମାସକୁ ୩୫,୦୦୦ରୁ ଊର୍ଦ୍ଧ୍ୱ ଟଙ୍କା ରୋଜଗାର କରୁଛନ୍ତି। ସ୍ଥାନୀୟ ଚାଷୀମାନଙ୍କୁ ସେ ବିନ୍ସ ବିହନ ବି ଯୋଗାଇ ଦେଉଛନ୍ତି। କେବଳ ଏତିକି ନୁହେଁ, ତାଙ୍କ ଅଞ୍ଚଳରେ ପ୍ରାୟ ୧୧୦ ଜଣ ମହିଳାଙ୍କୁ କିଚେନ ଗାର୍ଡେନରେ ପରିବା ଉପତ୍ାଦନ କରିବା ଲାଗି ଉତ୍ସାହିତ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri