ସମ୍ପାଦକୀୟ

ଏକତ୍ୱ ହିଁ ଦେବତ୍ୱ

ସୃଷ୍ଟି ରୋଷେଇ ଘରକୁ ଯାଇ ଦେଖିଲା ତା’ ମାଆ କଖାରୁ, ଆଳୁ, ବାଇଗଣ ସବୁ କାଟୁଛନ୍ତି। ଚାକରାଣୀ ଦିବ୍ୟା ଗୋଟିଏ ଛୁରି ଧରି ଧନିଆପତ୍ର, ଲଙ୍କା, ଅଦା…

12 months ago

ହିନ୍ଦୁ ମନ୍ଦିରର କ୍ରମବିକାଶ

ଆମେ ଏବେ ଯେଉଁସବୁ ହିନ୍ଦୁ ମନ୍ଦିର ଦେଖୁଛୁ ତାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ନୁହେଁ। ପ୍ରାଚୀନ କାଳରେ ଲୋକେ ଦେବଦେବୀଙ୍କୁ ବନ୍ଦ ଗୃହରେ କିମ୍ବା ମୂର୍ତ୍ତି…

12 months ago

ନିଶାମୁକ୍ତ କେନ୍ଦ୍ର

ଓଡ଼ିଶା ସମେତ ଦେଶର ବିଭିନ୍ନ ପ୍ରାନ୍ତରେ ସମୟ ଅନ୍ତରରେ ଖବର ଶୁଣିବାକୁ ମିଳେ ଡି-ଆଡିକ୍‌ଶନ ସେଣ୍ଟର ବା ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏ…

12 months ago

ଏଇ ଭାରତରେ

ଛତିଶଗଡ଼ର ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ସେଥିରୁ ୨୦୨୩-୨୪ ବର୍ଷରେ ୧.୫ କୋଟି ଟଙ୍କା ରୋଜଗାର କରିଛନ୍ତି। ବିଶେଷକରି ସେ ଟମାଟୋ ଚାଷ…

1 year ago

କାଳୀପୂଜା ରକେଟ୍‌ ଓ ଚନ୍ଦ୍ର ଅଭିଯାନ

ରାମାୟଣ ଅନୁସାରେ, ରାବଣଙ୍କୁ ବଧ ସହ ୧୪ ବର୍ଷ ବନବାସ ଶେଷ କରି ଯେତେବେଳେ ପ୍ରଭୁ ଶ୍ରୀରାମଚନ୍ଦ୍ର ଦେବୀ ସୀତା ଓ ଭାଇ ଲକ୍ଷ୍ମଣଙ୍କୁ ଧରି ଅଯୋଧ୍ୟାକୁ…

1 year ago

ନିଖୋଜ ଶିଶୁ

ଆମ ଦେଶରେ ଶିଶୁମାନଙ୍କ ଶାରୀରିକ ଓ ମାନସିକ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ଅନେକ ଆଇନକାନୁନ ପ୍ରଣୟନ ହୋଇଛି। ଶିକ୍ଷା…

1 year ago

ରାଜାଙ୍କ ପୋଷାକ

ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପ୍‌ ନେଉଥିବା ନିଷ୍ପତ୍ତି ଅନ୍ତର୍ଜାତୀୟ ସ୍ତରରେ ସମାଲୋଚନାର ଶିକାର ହେଉଥିବା ବେଳେ ଏବେ ନିଜ ଦେଶର ନାଗରିକଙ୍କ…

1 year ago

ଏଇ ଭାରତରେ

ଆଜକୁ ୧୬ ବର୍ଷ ପୂର୍ବେ ଜଣେ ଅଟୋ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଚାଲାଣ ହେଉଥିବା ଜଣେ ଶିଶୁକୁ ଉଦ୍ଧାର କରାଯାଇଥିଲା। ଏହି ଘଟଣା ଘଟିଥିଲା ତାମିଲନାଡୁ…

1 year ago

ଭାବ ସଂସାରର ଖିଅ

ହି ଚାରିପାଖର ସଂସାରକୁ ଝାଳନାଳ ହୋଇ ଭବ ସଂସାର ବୋଲିବାରେ କୋଶ କୋଶକୁ ଦୁନ୍ଦୁଭି ବାଜୁଥାଏ। ତାହାରି ଭିତରେ ମଣିଷ ଆତଯାତ ହୋଇ ଧର୍ମ, ଅର୍ଥ, କାମ,…

1 year ago

ଜୀବନର ଗତିପଥ

ଉ ଯାହା ହେଉ ନ ହେଉ, ଜୀବନର ଗତିପଥ କ୍ୱଚିତ ଏକ ପ୍ରତ୍ୟାଶିତ ସରଳରେଖାରେ ଗତିକରେ। ଯାତ୍ରୀକୁ ମଧୁର ପ୍ରତାରଣା ପ୍ରଦାନ କରିବା ଏହି ଗତିପଥର ପ୍ରମୁଖ…

1 year ago