ସମ୍ପାଦକୀୟ

ନିଷ୍କ୍ରିୟ ସିଆଇସି

ସେପ୍ଟେମ୍ବର ୧୪ ସୁଦ୍ଧା ସେଣ୍ଟ୍ରାଲ ଇନ୍‌ଫରମେଶନ କମିଶନ (ସିଆଇସି) ବା କେନ୍ଦ୍ରୀୟ ସୂଚନା ଆୟୋଗ ମୁରବିହୀନ ହୋଇଯାଇପାରେ। ମୁଖ୍ୟ ସୂଚନା ଆୟୋଗ ହୀରାଲାଲ ସମାରିଆ ଅବସର ନେବା…

10 months ago

ବିନାଶ ରାସ୍ତାରେ ବିକାଶ

କାଶ ଏବେ ଏକ ବହୁଳ ଉଚ୍ଚାରିତ ଓ ବହୁଳ ଅତ୍ୟାଚାରିତ ଶବ୍ଦ। ସାରା ଭାରତରେ (ଅବଶ୍ୟ ଦକ୍ଷିଣ ଭାରତରେ ଏହାର ପ୍ରତିଶବ୍ଦ ଥିବ) ଏହା ଏତେ ଗୁଞ୍ଜରିତ…

10 months ago

ନୀତିନିୟମ ବନାମ ମାନସିକତା

କାନାଡା, ନେଦରଲାଣ୍ଡ, ଇସ୍ରାଏଲ୍‌, ଜର୍ମାନୀ, ଅଷ୍ଟ୍ରେଲିଆ ଓ ଆମେରିକାର ଅତ୍ୟାଧୁନିକ କୃଷିପ୍ରଣାଳୀ ହେଉ ବା ଚାଇନାର ବିସ୍ତୃତ ବାଲୁକାଶଯ୍ୟାରେ ସବୁଜିମା ସୃଷ୍ଟିର ଅନନ୍ୟ ଉଦ୍ୟମ, ଅଲିମ୍ପିକ୍ସ ହେଉ…

10 months ago

ବିପଦକୁ ଆମନ୍ତ୍ରଣ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଶ୍ୱରେ ଏକ ବାଣିଜି୍ୟକ ଯୁଦ୍ଧ ଆରମ୍ଭ କରିଛନ୍ତି। ଏହି କ୍ରମରେ ଆମେରିକାକୁ ବ୍ରାଜିଲ ରପ୍ତାନି କରୁଥିବା ସାମଗ୍ରୀଗୁଡ଼ିକ ଉପରେ ସେ ୫୦%…

10 months ago

ଅହିଂସାର ଛଳନା

ବୌଦ୍ଧ, ଜୈନ ଓ ହିନ୍ଦୁଶାସ୍ତ୍ରରେ ଗୋଟିଏ ବାଜପକ୍ଷୀ ଘରଚଟିଆକୁ ଶିକାର ଉଦ୍ଦେଶ୍ୟରେ ଅନୁଧାବନ କରିବାର କାହାଣୀଟିଏ ଅଛି। ଜଣେ ରାଜା ଘରଚଟିଆକୁ ଆଶ୍ରୟ ଦେଇଥିଲେ। ବାଜପକ୍ଷୀଟି ଖାଦ୍ୟ…

10 months ago

କଟକର ସାହିବାସିନ୍ଦା

ଓଡ଼ିଶାର ସାଂସ୍କୃତିକ ଓ ବ୍ୟବସାୟିକ ରାଜଧାନୀ କଟକର ସାହିବାସିନ୍ଦାମାନେ ଆଜି ଅନେକ ସମସ୍ୟା ଭିତରେ ଗତିକରୁଛନ୍ତି। ଶହ ଶହ ବର୍ଷଧରି ଏହି ଏମାନେ କଟକର ଉନ୍ନତ ସାଂସ୍କୃତିକ…

10 months ago

ଜନସ୍ବାର୍ଥ ପ୍ରତି ପ୍ରାଥମିକତା

ବଡ଼ ବିଚିତ୍ର ଏ ରାଜନୀତି। ତା’ଠାରୁ ବିଚିତ୍ର ରାଜନେତାଙ୍କ ମତିଗତି। ବିରୋଧୀ ଦଳରେ ଥିବାବେଳେ ସରକାରର ସମସ୍ତ ଦୋଷ ଦୁର୍ବଳତାକୁ ନେଇ ବିଧାନସଭା ହୁଏ ରଣାଙ୍ଗନ। ବନ୍ଦ…

10 months ago

ଲିଭିଂ ଲାବ୍‌

ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ବନ୍ୟା, ବାତ୍ୟା, ଭୂସ୍ଖଳନ ଓ ଜଙ୍ଗଲ ନିଆଁର ପ୍ରାବଲ୍ୟତା ଯେଉଁଭଳି ବୃଦ୍ଧି ପାଉଛି, ତାହା ଏବେ ଦେଶବ୍ୟାପୀ ସମସ୍ତେ ହୃଦ୍‌ବୋଧ କରୁଛନ୍ତି।…

10 months ago

ଏଇ ଭାରତରେ

ସମାଜରେ କୌଣସି କ୍ଷେତ୍ରରେ ପରିବତ୍ତର୍ର୍ନ କେବଳ ବଡ଼ ସଙ୍ଗଠନ କିମ୍ବା ବୃହତ୍‌ କମ୍ପାନୀଗୁଡ଼ିକ ଦ୍ୱାରା ହୋଇ ନ ଥାଏ, ବରଂ ବ୍ୟକ୍ତିଗତ ଉଦ୍ୟମରେ ଏହା ସମ୍ଭବ ହୋଇପାରେ।…

10 months ago

ଜୀବନ ଓ ଜଗନ୍ନାଥ

ଜୀବନ ଜିଇବା ପାଇଁ ସୃଷ୍ଟିରେ ଅନେକ ଶିକ୍ଷଣୀୟ ତତ୍ତ୍ୱ ରହିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୂପରେ ସମାଜ ଆମକୁ ଅନେକ କିଛି ଶିଖାଇଥାଏ। ସେଥିପାଇଁ ବିଶ୍ୱର ପ୍ରତିଟି…

10 months ago