ସମ୍ପାଦକୀୟ

ଜେନ୍‌ ଜେଡ୍‌

ଜେନ୍‌ ଜେଡ୍‌ ଆଜିକାର ସାଂସ୍କୃତିକ, ସାମାଜିକ ଏବଂ ଆର୍ଥତ୍କ ଭୂ-ରାଇଜକୁ ହଲାଇବାରେ ଲାଗିଛି। ସେମାନେ ଦ୍ରୁତ ପ୍ରଯୁକ୍ତିବିଦ୍ୟା ପ୍ରଗତି, ଗୁରୁତ୍ୱପୂର୍ଣ୍ଣ ସାମାଜିକ ପରବତ୍ତର୍ର୍ନ ଏବଂ କ୍ରମାଗତ ଭାବରେ…

10 months ago

କ୍ୟାଲେଣ୍ଡର ଓ ପୌରାଣିକ କଥା

ଭାରତର ଜାତୀୟ କ୍ୟାଲେଣ୍ଡର ହେଉଛି ସାକ କ୍ୟାଲେଣ୍ଡର। ଏହା ୭୮ ଖ୍ରୀଷ୍ଟାବ୍ଦରୁ ଆରମ୍ଭ ହୋଇଛି। ଏହାକୁ ସରକାରୀ ଭାବେ ୧୯୫୭ରେ ଗ୍ରହଣ କରାଯାଇଥିଲା, କାରଣ ସ୍ବାଧୀନ ଭାରତ…

10 months ago

ଏଇ ଭାରତରେ

ମହିଳା ସବୁବେଳେ ସଶକ୍ତ। ସୁଯୋଗ ପାଇଲେ ସେମାନେ ସବୁ କ୍ଷେତ୍ରରେ ଶକ୍ତି ପ୍ରଦର୍ଶନ କରିପାରିବେ, ଯାହା ଦେଖିବାକୁ ମିଳିଛି ସୁନ୍ଦରବନରେ ଥିବା ଟାଇଗର ଓ୍ବିଡୋଜ୍‌(ବାଘ ଆକ୍ରମଣରେ ମୃତ୍ୟୁମୁଖରେ…

10 months ago

ସ୍ବଦେଶୀ ଜ୍ଞାନକୌଶଳ

ଗାନ୍ଧୀଙ୍କର ସ୍ବଦେଶୀ ଆନ୍ଦୋଳନ ଡାକରା, ବିଦେଶୀ ଜିନିଷ ହଟାଅ ଦେଶ ବଞ୍ଝାଅ ପରାଧୀନ ଭାରତର ସେତେବେଳେ ଯୁବଗୋଷ୍ଠୀକୁ ଏକ ନୂଆ ଦିଶା ମିଳିଥିଲା। ଆଜି ବି ସରକାରଙ୍କ…

10 months ago

ଏକ୍‌ ପେଡ୍‌ ମା’କେ ନାମ୍‌: ମା’ଙ୍କୁ ସମ୍ମାନ, ପରିବେଶକୁ ସୁରକ୍ଷା

ଭାରତର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ୭୫ତମ ଜନ୍ମ ଦିବସ ସାରା ଭାରତରେ ପାଳନ ହେଉଛି। ଏହି ଅବସରରେ ରାଜନୈତିକ ଦଳ, ରାଜ୍ୟ ସରକାର,…

10 months ago

ମୋଟା

ସାରା ବିଶ୍ୱରେ ଏବେ ପିଲା ଓ କିଶୋରମାନେ ମେଦବହୁଳତା ବା ପ୍ରୟୋଜନଠାରୁ ଅଧିକ ମୋଟା ହୋଇଯାଉଛନ୍ତି ବୋଲି ନିକଟରେ ୟୁନାଇଟେଡ୍‌ ନେଶନ୍ସ ଇଣ୍ଟରନ୍ୟାଶନାଲ ଚିଲ୍‌ଡ୍ରେନ୍ସ ଏମର୍ଜେନ୍ସି ଫଣ୍ଡ୍‌…

10 months ago

ଏମାନେ ବି ଥିଲେ ମେଧାବୀ

ଦେଶ ଶାସନରେ ଯେଉଁ ଦଳ ଥାଉ ନା କାହିଁକି ଦେଶ ଚଳାନ୍ତି ଅମଲାମାନେ। ଏମାନେ ସରକାରଙ୍କ ପାଇଁ ନୀତି ନିର୍ଦ୍ଧାରଣ କରନ୍ତି ଏବଂ ନିର୍ଦ୍ଧାରିତ ନୀତିକୁ କାର୍ଯ୍ୟକାରୀ…

10 months ago

ସେ ଯେଉଁ ସଙ୍ଗୀତ ସାନ୍ନିଧ୍ୟ

ଅବନ୍ଧୁ ଜୀବନ ଅସୂର୍ଯ୍ୟ ମହୀ/ଦେହ ଧରି କିଏ ପାରିବ ରହି!“- ଖୁବ୍‌ ମର୍ମସ୍ପର୍ଶୀ ଏ କାବି୍ୟକ ଉଚ୍ଚାରଣ ଜୀବନ ଓ ବଞ୍ଚିବା ସମ୍ପର୍କରେ କେଡ଼େବଡ଼ ସତ୍ୟଟିଏ ଉପସ୍ଥାପନ…

10 months ago

ଅନ୍ୟାୟ ବଣ୍ଟାହେଉଛି

ସମାଧାନ ନ ହୋଇ ପଡ଼ିରହିଥିବା ଅନେକ କୋଟି ମାମଲା ଦ୍ୱାରା ଭାରତୀୟ ନ୍ୟାୟ ବ୍ୟବସ୍ଥା ଭାରାକ୍ରାନ୍ତ ହୋଇଗଲାଣି। ଏହି ବିଷୟରେ ଅନେକ ଲେଖା ଓ ଆଲୋଚନା ଏବଂ…

10 months ago

ଏଇ ଭାରତରେ

କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଚାଳିତ ରୋବୋ ନିର୍ମାଣ କରିଛନ୍ତି ୨୨ ବର୍ଷୀୟ ରାହୁଲ ଆର୍‌ପାକା। ସେ ଏହାର ନାମ ରଖିଛନ୍ତି ରକ୍ଷକ। କାରଣ ଏହା ଫସଲକୁ ଘାସ…

10 months ago