Posted inଜାତୀୟ

ଇଡ଼ିର ରିପୋର୍ଟ କାର୍ଡ: ଦୋଷୀଙ୍କୁ ଦଣ୍ଡାଦେଶ ହାର ୯୬ ପ୍ରତିଶତ…

ନୂଆଦିଲ୍ଲୀ,୧୬।୩ : ରାଜନୈତିକ କାରଣରୁ ତଦନ୍ତ ଆରମ୍ଭ କରି ଦୀର୍ଘ ଦିନ ଧରି ପଚରାଉଚରା ପରେ କୋର୍ଟରେ ବିଫଳ ହୋଇଥିବା ବିରୋଧୀ ଦଳର ଅଭିଯୋଗର ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ବର୍ତ୍ତମାନ ଦାବି କରିଛି ଯେ ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ ପଞ୍ଜୀକୃତ ମାମଲାରେ ଦୋଷୀଙ୍କୁ ଦଣ୍ଡାଦେଶ କରିବାର ହାର ହେଉଛି ୯୬ ପ୍ରତିଶତ।

ଇଡି ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ୨୫ ଟି ମାମଲା ମଧ୍ୟରୁ (ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ) ୨୪ ଟି ମାମଲାରେ ଶୁଣାଣି ଶେଷ ହୋଇଛି। ସେଥିମଧ୍ୟରୁ ୨୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଫଳସୱରୂପ ୪୫ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହେବା ପରେ ସେମାନଙ୍କୁ ଦଣ୍ଡାଦେଶ କରାଯାଇଛି। ଅନ୍ୟ ୧,୧୪୨ ମାମଲାର ବିଚାର ଚାଲିଛି ଏବଂ ଇଡି ଏନେଇ ଚାର୍ଜଶିଟ ଦାଖଲ କରିଛି।

ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ଅନୁଯାୟୀ ବିଚାର କରାଯାଇଥିବା ୫୬ ପ୍ରତିଶତ ମାମଲା ତୁଳନାରେ ଅଧିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଜେନ୍ସିର ୱେବସାଇଟରେ ମାମଲାଗୁଡ଼ିକର ‘ଷ୍ଟ୍ରାଇକ ରେଟ’ ବିଷୟରେ ଇଡି ସୂଚନା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri