ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ଇଡିର ସମନ, କାଗଜପତ୍ର ସହ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୦୨: ଭଣ୍ଡାରିପାଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡ଼ୁଆ ବଢିଛି। ବିଜେଡି ବିଧାୟକ ପ୍ରଫୁଲ୍ଲ ଓ ପୁଅ ପ୍ରୟାସକାନ୍ତିଙ୍କୁ ସମନ କରିଛି ଇଡି। ବାରିପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ତାଙ୍କୁ ସମନ ପଠାଯାଇଛି। କାଗଜପତ୍ର ସହ ହାଜର ହେବାକୁ କୁହାଯାଇଛି। ଗତ ୧୫ ତାରିଖରେ ପ୍ରଫୁଲ୍ଲଙ୍କ ଘରେ ଇଡି ରେଡ କରିଥିଲା । ଶୁକ୍ରବାର ତାଙ୍କ ଘରୁ ୧୦ ଲକ୍ଷ ଟଙ୍କା ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri