Posted inଜାତୀୟ

ହୋମ୍‌ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିୟାଲ ଟୁଇଟ କରି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହୋଇ ଔଷଧ ଖାଉଛି। ନିକଟରେ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସ୍ବାସ୍ଥ୍ୟ ଉପରେ ନଜର ରଖି କୋଭିଡ୍‌ ପରୀକ୍ଷା କରାଇନେବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା

ପାଣାଜୀ,୨୭।୯: ଗୋଆରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ ଝଟ୍‌କା ଲାଗିଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ଲୁଇଜିନୋ ଫାଲେଇରୋ କଂଗ୍ରେସ...

ହାତୀ-ମଣିଷ ଲଢ଼େଇ: ୫ ବର୍ଷରେ ଛତିଶଗଡ଼ରେ ୩୨୫ ଲୋକ ଓ ୭୦ ହାତୀ ମୃତ

ରାୟପୁର,୧୯।୯: ଛତିଶଗଡ଼ରେ ହାତୀ-ମଣିଷ ମଧ୍ୟରେ ଲଢ଼େଇ ଥମିବାର ନାଁ ଧରୁନି। ଜଙ୍ଗଲ ପରିସୀମା କମିବାରୁ ହାତୀ ଖାଦ୍ୟ ତଥା ବାସ ଅଭାବରୁ ଜନବସତିରେ ପଶୁଛି। ଏହାଯୋଗୁ...

ଟ୍ରାକ୍ଟର ରାଲିକୁ ସର୍ତ୍ତମୂଳକ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୧: ଦିଲ୍ଳୀ-ଏନ୍‌ସିଆର୍‌ରେ ଚାଲିଥିବା କୃଷକ ଆନ୍ଦୋଳନ ଦୁଇ ମାସ ପୂରଣ ହେବାକୁ ଯାଉଛି। ଏହି ଅବସରରେ ଆଗାମୀ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଦିଲ୍ଲୀର...

‘ମୁଁ ବିଧାୟକଙ୍କ ଝିଅ, ମୋତେ ଛାଡିଦିଅ’

ବେଙ୍ଗାଲୁରୁ,୧୦।୬: କର୍ନାଟକରେ ଭାଜପା ବିଧାୟକ ଅରବିନ୍ଦ ନିମ୍ବାୱାଲୀଙ୍କ ଝିଅ ଟ୍ରାଫିକ୍‌ ପୋଲିସଙ୍କ ଝଗଡା କରିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ପୋଲିସ...

ହାଜିପୁର ଆସନ ମୋ ପାଖରୁ କେହି ନେଇ ପାରିବେ ନାହିଁ: ପଶୁପତି

ପାଟନା,୨୩।୭: ଅଗାମୀ ଲୋକସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଆଗାମୀ ନିର୍ବାଚନ ଉଭୟ ମେଣ୍ଟରେ କଡା ଟକ୍କର ହେବାକୁ ଯାଉଛି। ତେବେ କେନ୍ଦ୍ର...

ଉତ୍ତରାଖଣ୍ଡ ନିର୍ବାଚନ: କଂଗ୍ରେସର ମଙ୍ଗ ଧରିବେ ହରିଶ ରାୱତ

ଡେରାଡୁନ,୨୪ ।୧୨: କଂଗ୍ରେସର କଳି ତୁଟିବାର ନାଁ ନେଉନି । ଗୋଟିଏ ପରେ ଗୋଟିଏ ରାଜ୍ୟରେ କଂଗ୍ରେସ କନ୍ଦଳ ଦେଖିବାକୁ ମିଳୁଛି । ଉତ୍ତରାଖଣ୍ଡରେ ଏହା...

ଖବରଦାତାଙ୍କ ବେକରେ ଦଉଡ଼ି

ନୂଆଦିଲ୍ଲୀ,୨୯ା୪: ମହାମାରୀ କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇନେଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଖବରଦାତା। କର୍ମକ୍ଷେତ୍ର ସଙ୍କୁଚିତ ହୋଇଯାଇଥିବାବେଳେ ନିର୍ଭୟରେ ରିପୋର୍ଟ କରିବା ମଧ୍ୟ...

ଚା’ ଆମନ୍ତ୍ରଣ ବଦଳରେ ଭୋଜନ ପାଇଁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ ପଠାଇଲେ ଏମ୍‌ପି

ନୂଆଦିଲ୍ଲୀ,୨୮।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ଚା’ ନିମନ୍ତ୍ରଣରେ ରାଜ୍ୟସଭା ସଦସ୍ୟ ଅନୀଲ ବଲୁନି ପୂରା ଭଦ୍ରତାର ସହ କିଛି ସମୟ ପାଇଁ ଏହାକୁ...

Advertisement
Archives

Model This Week