୩୫ ଲକ୍ଷ ପିଲାଙ୍କ ଶିକ୍ଷା ପ୍ରଭାବିତ

ଇସଲାମାବାଦ,୧୧ା୯: ପାକିସ୍ତାନରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ ସବୁକିଛି ଉଜୁଡ଼ି ଯାଇଛି। ବନ୍ୟା ପ୍ରଭାବିତ ପାକିସ୍ତାନକୁ ବିଶ୍ୱର କିଛି ଦେଶ ସହାୟତାର ହାତ ବଢ଼ାଇଛନ୍ତି। ଏହି ସମୟରେ ମିଳିତ ଜାତିସଂଘର ସେକ୍ରେଟାରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ୍‌ ପାକିସ୍ତାନରେ ପହଞ୍ଚିଛନ୍ତି। ଆଣ୍ଟୋନିଓ ରବିବାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି।

ଏହି ରିପୋର୍ଟରେ ସେ କହିଛନ୍ତି, ପୂର୍ବରୁ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଦେଖିଛି। ମାତ୍ର ପାକିସ୍ତାନରେ ଯେଉଁ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି ଏହା କେବେ ବି ଦେଖି ନ ଥିଲି। ଏହି ବନ୍ୟା ଯୋଗୁ ଦେଶର ପ୍ରାୟ ୩୫ ଲକ୍ଷ ପିଲାଙ୍କ ଶିକ୍ଷା ବାଧାପ୍ରାପ୍ତ ହୋଇଛି। ଯାହାକି ଅତ୍ୟନ୍ତ ଦୁଃଖଦାୟକ। ପାଣି କମିବାକୁ ଅତି କମ୍‌ରେ ୬ ମାସ ଲାଗିବ। ବନ୍ୟା ଯୋଗୁ ୧.୫ ମିଲିୟନରୁ ଅଧିକ ଘର ମଧ୍ୟ ନଷ୍ଟ ହୋଇଛି।

ଦେଶର ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (NDMA) ଅନୁଯାୟୀ, ପାକିସ୍ତାନରେ ଘଟିଥିବା ଭୟଙ୍କର ବନ୍ୟାରେ ଜୁନ୍‌ ୧୪ରୁ ଅଦ୍ୟାବଧି ୧,୩୯୧ ଜଣ ପ୍ରାଣ ହରାଇ ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri