କେତେ ପାଠ ପଢ଼ିଛନ୍ତି ସଲମାନ୍‌

ମୁମ୍ବାଇ: ୧୯୬୫ ଡିସେମ୍ବର ୨୭ ଅର୍ଥାତ୍‌ ଆଜିର ଦିନରେ ମଧ୍ୟପ୍ରଦେଶର ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ ଲୋକପ୍ରିୟ ଅଭିନେତା ସଲମାନ ଖାନ୍‌। ଆଜି ହେଉଛି ସଲମାନଙ୍କ ଜନ୍ମଦିନ। ଏହି ସ୍ବତନ୍ତ୍ର ଦିବସ ଅବସରରେ ତାଙ୍କ ବିଷୟରେ ଜାଣନ୍ତୁ କିଛି କଥା…

ବରିଷ୍ଠ ଲେଖକ ସଲିମ ଖାନ୍‌ ଏବଂ ସଲମାଙ୍କ ବଡ଼ ପୁଅ ହେଉଛନ୍ତି ସଲମାନ। ତାଙ୍କର ପୂରା ନାମ ଅବଦୁଲ ରଶିଦ ସଲିମ୍‌ ସଲମାନ ଖାନ। ଭାଇଜାନଙ୍କ ଲକ୍ଷଲକ୍ଷ ପ୍ରଶଂସକ ଅଛନ୍ତି। ବେଳେବେଳେ ପ୍ରଶଂସକମାନଙ୍କ ମନରେ ପ୍ରଶ୍ନ ଉଠେ ଭାଇଜାନ କେତେ ପାଠ ପଢ଼ିଛନ୍ତି? ତେବେ ଆଜିର ଖାସ୍‌ ଦିନରେ ଏହି ଦ୍ୱନ୍ଦ୍ୱ ଦୂର କରନ୍ତୁ।

ସେ ତାଙ୍କର ପାରମ୍ପରିକ ଶିକ୍ଷା ସିନ୍ଧିଆ ସ୍କୁଲରେ ହିଁ ଶେଷ କରିଛନ୍ତି। ଏହା ପରେ ମୁମ୍ବାଇର ସେଣ୍ଟ୍‌ ଷ୍ଟେନିସ୍ଲସରେ ହାଇସ୍କୁଲ ଶିକ୍ଷା ସମାପ୍ତ କରିଥିଲେ। ପରେ ସେଣ୍ଟ ଜାଭିୟର୍ସ କଲେଜରେ ଆଡମିଶନ କରିଥିଲେ। ମାତ୍ର ଅଧାରୁ ପାଠପଢ଼ା ଛାଡ଼ି ଦେଇଥିଲେ। ଏହାପରଠାରୁ ସେ ତାଙ୍କର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ୧୯୮୮ରେ ସଲମାନ ବଲିଉଡ୍‌ ଫିଲ୍ମ ‘ବିବି ହୋ ତୋ ଏସି’ ଜରିଆରେ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରଠାରୁ ଭାଇଜାନ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ନାଁ କମାଇଛନ୍ତି। ୫୬ ବର୍ଷରେ ପଦାର୍ପଣ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଅବିବାହିତ ରହିଛନ୍ତି ଭାଇଜାନ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri