Posted inରାଜ୍ୟ

ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାସ। ଏ ନେଇ ଶୁକ୍ରବାର ବାଲେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ଜୀବନ। ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନ ଦେବାରୁ ସେ ଇସ୍ତଫା ଦେଇଥିବା କହିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଜୀବନଙ୍କୁ ଦଳରୁ ସସ୍‌ପେଣ୍ଡ କରିଥିଲା ବିଜେଡି।


Enter your email to get our daily news in your inbox.

All Right Reserved By Dharitri.Com

ଓଏମ୍‌ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ

କାଳିଆପାଣି,୫ା୧୦(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ(ଓଏମ୍‌ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍‌ରୁ ୬ ଲକ୍ଷ ଟନ୍‌ କ୍ରୋମାଇଟ ଉତ୍ପାଦନ ବୃଦ୍ଧି...

ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା

ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ...

ରାଜ୍ୟରେ ହେବ ଆଉ ୬ ନୂଆ ଥାନା

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ ଥାନା ଏବଂ ୯୦୫ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ଥିବା...

ଘରୁ ମିଳିଲା ନଗଦ ୨ କୋଟି ଟଙ୍କା, ୨୦ ସୁନା ବିସ୍କୁଟ୍‌

ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ...

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍‌

ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ...

ଦୁର୍ଦ୍ଦାନ୍ତ ଅପରାଧୀ କିଶୋର କୁମାର ଗିରଫ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଣ୍ଡିଖୋଲ ବଜାରରେ ଏକ ହତ୍ୟା ମାମଲାରେ ଫେରାର ଥିବା ଜଣେ ହାର୍ଡକୋର୍‌ ଅପରାଧୀଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ୭ ବର୍ଷ...

କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ମଙ୍ଗଳବାର...

ଝାଡ଼ାବାନ୍ତିରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏ ଦିଅ: ତାରା

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହୋହଲ୍ଲା ହୋଇଥିବା ବେଳେ ଭାଜପା ସରକାରଙ୍କୁ ଟାର୍ଗେଟ କରି କଡ଼ା ସମାଲୋଚନା କରିଛି।...

Advertisement
Archives

Model This Week