Posted inଜାତୀୟ

ଖାର୍ଗେଙ୍କ ଉପରେ ପଡିଲାଣି ବୟସର ପ୍ରଭାବ, ସେଥିପାଇଁ ଏପଟ ସେପଟ କଥା କହୁଛନ୍ତି: ପ୍ରବୀଣ ଖଣ୍ଡେଲଓ୍ବାଲ

ନୂଆଦିଲ୍ଲୀ,୧୮।୧୧: ରବିବାର ମହାରାଷ୍ଟ୍ରର ସାଙ୍ଗଲିରେ ଏକ ରାଲିରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପା ଏବଂ ଆରଏସଏସକୁ ବିଷ ସହ ତୁଳନା କରିଛନ୍ତି। ଯେଉଁଥିପାଇଁ ଭାଜପା ନେତାମାନେ କଂଗ୍ରେସକୁ ଟାର୍ଗେଟ କରୁଛନ୍ତି।
ଭାଜପା ଏମପି ପ୍ରବୀଣ ଖଣ୍ଡେଲୱାଲ କହିଛନ୍ତି ଯେ ମୁଁ ଭାବୁଛି ବୟସ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ପ୍ରଭାବିତ କରିଛି। ସେ ଏକ ବିକୃତ ମାନସିକତାର ଶିକାର ହୋଇଛନ୍ତି। ସେ ଯେଉଁଭଳି ଭାବରେ ନିରର୍ଥକ କଥା କହୁଛନ୍ତି ତାହା ସ୍ପଷ୍ଟ ଭାବରେ ଦର୍ଶାଉଛି ଯେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସର ସମସ୍ତ ନେତା ହତାଶା ଏବଂ ନିରାଶା ଅନୁଭବ କରୁଛନ୍ତି। ଏଭଳି ପରିସ୍ଥିତିରେ ସେମାନେ ବିବ୍ରତ ହୋଇ ଏପରି ଭୁଲ ବିବୃତ୍ତି ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri