ବଲାଙ୍ଗୀରରେ କୋସଲ ମହାବନ୍ଦର ପ୍ରଭାବ

ବଲାଙ୍ଗୀର ଅଫିସ,୭।୯: କୋସଲ ସେନା ଓ କୋସଲ ମୁକ୍ତି ମୋର୍ଚ୍ଚା ଡାକରାରେ ବୁଧବାର ୧୨ ଘଣ୍ଟିଆ କୋଶଲ ମହାବନ୍ଦ ପାଳନ ଆରମ୍ଭ ହୋଇଛି । ବଲାଙ୍ଗୀର ସହରରେ ସମସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ, ସରକାରୀ ବେସରକାରୀ ଅଫିସ ଓ ସଂସ୍ଥା ଆଦି ବନ୍ଦ ରହିଛି। ଏହାସହ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ସମର୍ଥନକାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କୋସଲବାଦୀ ଯୁବନେତା ସିପୁନ ଖମାରୀଙ୍କ ନେତୃତ୍ୱରେ ଆନ୍ଦୋଳନକାରୀ ସହରରେ ବାଇକ ରାଲି କରିଛନ୍ତି। କୋସଲ ପ୍ରଦେଶ ଦାବି କରି ସ୍ଲୋଗାନ ଦେବା ସହ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ ପିକେଟିଂ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ...

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା...

ନାକେଦମ କଲେଣି ନିଶାଦିଆ ଲୁଟେରା

ଢେଙ୍କାନାଳ ଅଫିସ, ୬।୮: ପାଖକୁ ଆସି ଉପରେ ପଡ଼ି ବଢ଼ାଉଛନ୍ତି ଭାବ। ଖୁବ୍‌ କମ୍‌ ସମୟରେ ଜିତି ନେଉଛନ୍ତି ଭରସା। ସରଳତାର ସୁଯୋଗ ନେଇ କୌଶଳକ୍ରମେ...

ସଂରକ୍ଷିତ ଜଙ୍ଗଲରେ ଅଫିମ ଚାଷ

ଲହୁଣୀପଡ଼ା/ବଣାଇଁ,୪।୪(ଡ଼ି.ଏନ୍‌.ଏ./ସ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ମହୁଲପଦା ସଂରକ୍ଷିତ ଜଙ୍ଗଲରେ ଅଫିମ ଚାଷ ହେଉଥିବା ଖବର ମିଳିବା ପରେ ସୋମବାର ପୋଲିସ, ଅବକାରୀ ବିଭାଗ ଓ...

ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ...

ନିର୍ମାଣ ହୋଇପାରୁନି ମଡେଲ ଭେଣ୍ଡିଂ ଜୋନ୍‌

କଟକ ଅଫିସ,୨୭ା୩: ସହରରେ ବିସ୍ଥାପିତ ୧୨୦୦ ଉଠାଦୋକାନୀଙ୍କୁ ଥଇଥାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ଯୋଜନାରେ ମଡେଲ୍‌ ଭେଣ୍ଡିଂଜୋନ୍‌ ନିର୍ମାଣ କରିବାକୁ କଟକ ମହାନଗର...

ପଲିଥିନ ବ୍ୟାନ୍‌ ପ୍ରହସନ ପାଲଟିଛି

ଜଗତ୍‌ସିଂହପୁର,୪ା୯ (ପ୍ରମୋଦ କୁମାର ନାୟକ): ପଲିଥିନର ବହୁଳ ବ୍ୟବହାର ପରିବେଶ ଉପରେ କୁପ୍ରଭାବ ପକାଉଛି। ଏଗୁଡ଼ିକ ବର୍ଷ ବର୍ଷ ଧରି ନଷ୍ଟ ନ ହୋଇ ପଡ଼ିରହିବାରୁ...

ରାଷ୍ଟ୍ରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଓଡ଼ିଶାକୁ ୨୦ ପଦକ

ବଅଁରପାଳ, ୨୭।୭(ଡି.ଏନ.ଏ.) – ଚଳିତ ମାସ ୧୮ ତାରିଖ ଠାରୁ ୨୧ ପର୍ଯ୍ୟନ୍ତ ହରିୟାଣାର ରୋହତକ ସ୍ଥିତ ଏମ୍‌ଡିୟୁ ବିଶ୍ୱ ବିଦ୍ୟାଳୟରେ ସିନିୟର ରାଷ୍ଟ୍ରୀୟ କିକ୍‌...

Advertisement
Archives

Model This Week