ଦିଗପହଣ୍ଡିରେ ଧର୍ମଘଟ ପ୍ରଭାବ: ଦୋକାନ ବଜାର ବନ୍ଦ , ପ୍ରତିବାଦ ସଭା

ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ସମୂହ ପକ୍ଷରୁ ଡ଼ାକରା ଦିଆଯାଇଥିବା ଧର୍ମଘଟ ପ୍ରଭାବରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ଯାତ୍ରୀବାହୀ ବସ ଚଳାଚଳ ବନ୍ଦ ଥିବା ବେଳେ ସିପିଆଇ ସମର୍ଥିତ ଶ୍ରମିକ ସଙ୍ଗଠନ ଏଆଇଟିୟୁସି , ସିପିଆଇ(ଏମ) ସମର୍ଥିତ ସିଆଇଟିୟୁ , କଂଗ୍ରେସ ସମର୍ଥିତ ଆଇଏନଟିୟୁସି ଶ୍ରମିକ ସଙ୍ଗଠନ ପକ୍ଷରୁ ସ୍ଥାନୀୟ ବସଷ୍ଟାଣ୍ଡ ମୁଖ୍ୟରାସ୍ତାରେ ଅନୁଷ୍ଠିତ ପ୍ରତିବାଦ ସଭାରେ ସିପିଆଇ (ଏମ) ଗଞ୍ଜାମ ଜିଲା କମିଟି ସମ୍ପାଦକ କୈଳାସ ଷଡଙ୍ଗୀ, ସିପିଆଇ ଗଞ୍ଜାମ ଜିଲା କମିଟି ସହ ସମ୍ପାଦକ ଅଳକ ନାଥ ମିଶ୍ର, ଗଞ୍ଜାମ ଜିଲା କଂଗ୍ରେସ କମିଟି ଉପସଭାପତି ପ୍ରଫୁଲ୍ଲ ପଣ୍ଡା ପ୍ରମୁଖ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱଧୀନ କେନ୍ଦ୍ର ସରକାରଙ୍କ କୃଷକ ଶ୍ରମିକ ବିରୋଧୀ ଆଇନ ପ୍ରଣୟନକୁ ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri