୨୦୨୭ ଯାଏ ଏହି ରାଶି ପାଇଁ କାଳ? ପିଛା ଛାଡିବେ ନାହିଁ ଶନି, ପଡିବ ଖରାପ ପ୍ରଭାବ…

ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି  ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି  ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି 

ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ  ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ  ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ  ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ  ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି । 

ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ  କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ  ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ  ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି  ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ 

ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ  ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ  ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ  ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି 


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri