ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା ଅନୁଭବ ଦେଉଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ପାରଦ ଏବେ ଉପରମୁହାଁ ହୋଇଛି । ତାପମାତ୍ରା ବୃଦ୍ଧି ପାଇବା ସହ ଶୀତ କମିଛି । ସେହିପରି ଆଗାମୀ ୫ଦିନ ଅର୍ଥାତ୍‌ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବା ନେଇ ଆକଳନ କରାଯାଇଛି ।

ସକାଳ ୫.୩୦ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ସର୍ବନିମ୍ନ ୧୩.୪ ଡିଗ୍ରୀ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ୧୩.୪, ବାଲେଶ୍ବରରେ୧୫, ପାରାଦୀପରେ୧୫, ଚାନ୍ଦବାଲିରେ୧୫.୨, ଗୋପାଳପୁରରେ ୧୬.୮ ଓ ପୁରୀରେ ୧୭.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

କେମିତି ଛଡ଼ାଇବେ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ: ଆପଣାନ୍ତୁ ଏହି ଉପାୟ

ମୋବାଇଲ ବ୍ୟବହାର ନେଇ ପିଲାଙ୍କର ଆକର୍ଷଣ ଦିନକୁ ଦିନ ବଢିଚାଲିଛି। ସମୟ ଏବେ ଏମିତି ହୋଇଛି ଯେ ଫୋନ୍‌କୁ ସେମାନଙ୍କ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରଖିବା...

ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍‌ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ଏଇ ଭାରତରେ

ଏବେ ବିବାହ ଉତ୍ସବରେ ପରିବେଶ ପ୍ରଦୂଷଣକାରୀ କାର୍ଯ୍ୟ ଦେଖିବାକୁ ମିଳୁଛି। ଖାଦ୍ୟ ନଷ୍ଟ ସହ ଏକକ ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ର ବ୍ୟାପକ ବ୍ୟବହାର କରାଯାଉଛି। ହେଲେ ମଧ୍ୟପ୍ରଦେଶରେ...

ବୁଦ୍ଧି ବିସ୍ଫୋଟ

ବିଜ୍ଞାନ ଦୃଷ୍ଟିରେ ୨୦୨୬କୁ ଏକ ଗୁରୁତ୍ୱପୂର୍ଣ୍ଣ ଦୃଷ୍ଟିକୋଣରେ ଦଣ୍ଡାୟମାନ ଥିବାର ଦେଖିବାକୁ ମିଳିଛି। ଏଆଇ ନାମରେ କୃତ୍ରିମ ବୁଦ୍ଧିମତ୍ତା ସମଗ୍ର ବିଶ୍ୱକୁ ବଦଳାଇ ଦେବାର ସାମର୍ଥ୍ୟ...

ଜଳବାୟୁ ବିପଦ ସୂଚକାଙ୍କ ଚେତାବନୀ

ସମ୍ପ୍ରତି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ବିପଦପୂର୍ଣ୍ଣ ସ୍ତରରେ ପହଞ୍ଚିଛି। ଏହାଦ୍ବାରା ଅନେକ ଅଞ୍ଚଳରେ ଜନସାଧାରଣ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri