ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ସଫେଇ କରାଯାଇଛି। ଏଥିପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଝାଡୁ ଧରି ସଫେଇ କରିବା ସହ ବ୍ୟବସାୟୀ ଓ ସାଧାରଣ ଲୋକଙ୍କୁ ପ୍ଲାଷ୍ଟିକ ବ୍ୟବହାର କରିବାକୁ ନା’ କହିବା ସହ ଦୋକାନ ବାହାରେ ଅଳିଆ ଆବର୍ଜନାକୁ ଡଷ୍ଟବିନରେ ପକାଇବାକୁ ସଚେତନ କରାଇଥିଲେ। ବିଡ଼ିଓ ରଥଙ୍କ ନେତୃତ୍ୱରେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ଲକ କର୍ମଚାରୀ, ଯୁବ ସଂଘ ଏହି ସଫେଇରେ ସାମିଲ ହୋଇଥିଲେ। ଦାରିଙ୍ଗବାଡିର ଚାରିଛକ ଅଞ୍ଚଳରୁ ତିନି ଛକ ପର୍ଯ୍ୟନ୍ତ ଏହି ସଫେଇ କରାଯାଇଛି। ପ୍ରତ୍ୟେକ ଗୁରୁବାର ଏଭଳି ଅଭିଯାନ ଜାରି ରହିବ ବୋଲି ବିଡ଼ିଓ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?