ଆତ୍ମନିର୍ଭରଶୀଳ କରି ଗଢ଼ି ତୋଳିବାକୁ ପ୍ରୟାସ

ଥୂଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ତି ଜିଲାରେ ସରକାରଙ୍କ ଦ୍ବାରା ଅନୁମୋଦନକାରୀ ବିଭିନ୍ନ ତାଲିମ ସଂସ୍ଥା ପକ୍ଷରୁ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ ପ୍ରାର୍ଥିନୀପ୍ରାର୍ଥୀମାନଙ୍କୁ ବିଭିନ୍ନ ସ୍ଥାନରେ ଥିବା ତାଲିମ କେନ୍ଦ୍ରରେ ତାଲିମ ପ୍ରଦାନ କରି ଆତ୍ମ ନିର୍ଭରଶୀଳ କରି ଗଢ଼ି ତୋଳିବାକୁ ପ୍ରୟାସ ଜାରି ରଖିଥିବା ବେଳେ କଳାହାଣ୍ତି ଜିଲା କର୍ମ ନିୟୋଜିତ ବିଭାଗ ଆନୁକୂଲ୍ୟରେ ଥୁଆମୁଳ ରାମପୁର ବ୍ଳକ ଠାରେ ଶୁକ୍ରବାର ଏକ ବ୍ଲକସ୍ତରୀୟ ପରାମର୍ଶ ଶିବିର ୨୦୨୪ ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧୃବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିବିରରେ ଜିଲା କର୍ମ ନିୟୋଜନ ଅଧିକାରୀ ସୁବୁଲିତ ସାମନ୍ତରାଏ, ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ, ସ୍ଥାନୀୟ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ଓଏଲ୍‌ଏମ୍‌ ବିପିଏମ ସୌମ୍ୟରଞ୍ଜନ ମହାପାତ୍ର, ବିଏଲସି ଦୀପକ ପ୍ରମୁଖ ଉପସ୍ଥିତ ରହିଥିଲେ। ଏଥିରେ ୧୦ଟି ବିଭିନ୍ନ ତାଲିମ କେନ୍ଦ୍ରର କର୍ମକର୍ତ୍ତା ଯୋଗଦେଇ ୮୦ ଜଣ ପ୍ରାର୍ଥିନୀ ଓ ପ୍ରାର୍ଥୀଙ୍କ ନାମ ପଞ୍ଜୀକରଣ କରିଥିବା ଜଣାପଡ଼ିଛି। ଶିବିରରେ ସରପଞ୍ଚ, ସମିତି ସଭ୍ୟାସଭ୍ୟ ମିଶନ ଶକ୍ତି ସମସ୍ତ ବିଏଲ୍‌ଏଫ୍‌ ସଭାପତି ସମ୍ପାଦକ, ମିଶନ ଶକ୍ତି ଜିପିଏଲ୍‌ଏଫ୍‌, ଓଏଲ୍‌ଏମ୍‌ର ସମସ୍ତ ସଭାପତି, ସମ୍ପାଦିକା, ସମ୍ମନ୍ବିତ ଶିଶୁ ବିକାଶ ଯୋଜନାର ସମସ୍ତ ମହିଳା ପରିଦର୍ଶିକା, ସମସ୍ତ ଅଙ୍ଗନବାଡ଼ି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri