Posted inଜାତୀୟ

ଫଡନାଭିସ୍‌ଙ୍କୁ ମନାଇବା ଉଦ୍ୟମ: ନୂଆ ବିଜ୍ଞାପନରେ ରହିଲା ଫଟୋ…

ମୁମ୍ବାଇ,୧୪।୬ : ‘ରାଷ୍ଟ୍ର ମେଁ ମୋଦି ମହାରାଷ୍ଟ୍ର ମେଁ ଶିନ୍ଦେ’ ବିଜ୍ଞାପନ ପ୍ରକାଶ ପାଇବା ପରେ ଡ୍ୟାମେଜ କଣ୍ଠ୍ରୋଲ କରିବା ପାଇଁ ଶିବସେନା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦଳ ଏକ ନୂତନ ବିଜ୍ଞାପନ ଆଣିଛି। ଏହି ବିଜ୍ଞାପନରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ମନାଇବା ପାଇଁ ଉଦ୍ୟମ କରାଯାଇଛି। ବିଜ୍ଞାପନରେ ଫଡନାଭିସଙ୍କ ଫଟୋ ଅନ୍ତର୍ଭୁକ୍ତ କରାଯାଇଛି।

ପୂର୍ବର ବିଜ୍ଞାପନରେ ବାଲାସାହେବଙ୍କ ଫଟୋ ନିଖୋଜ ଥିଲା, ଏହା ପରେ ସଞ୍ଜୟ ରାଉତ ଶିବସେନା ଶିନ୍ଦେଙ୍କ ଦଳକୁ କଡ଼ା ସମାଲୋଚନା କରିଥିଲେ, କିନ୍ତୁ ନୂଆ ବିଜ୍ଞାପନରେ କେବଳ ବାଲାସାହେବ ଠାକରେଙ୍କ ସହିତ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ରାଜନୈତିକ ଗୁରୁ ଆନନ୍ଦ ଦିଘେଙ୍କ ଫଟୋ ରହିଛି।

ଶିବସେନା ୟୁବିଟି ସାଂସଦ ସଞ୍ଜୟ ରାଉତ କହିଛନ୍ତି ଫଡନାଭିସଙ୍କ ଚାପ ଯୋଗୁଁ ଏହି ନୂତନ ବିଜ୍ଞାପନ ପ୍ରକାଶ ପାଇଛି। ନ ହେଲେ ମହରାଷ୍ଟ୍ର ସରକାରଙ୍କ ପତନ ଘଟିଥାନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri