Posted inଫୁରସତ

ଶରଣାର୍ଥୀଙ୍କୁ ସ୍ବୀକୃତି ଦେବାକୁ ପ୍ରୟାସ

ବିଶ୍ୱରେ ଶରଣାର୍ଥୀଙ୍କୁ ସମ୍ମାନିତ କରିବା ଏବଂ ସେମାନଙ୍କ ପ୍ରତି ସମବେଦନା ଓ ସମର୍ଥନ ଜଣାଇବା ଲକ୍ଷ୍ୟରେ ‘ବିଶ୍ୱ ଶରଣାର୍ଥୀ ଦିବସ’ ପ୍ରତିବର୍ଷ ଜୁନ ୨୦ରେ ପାଳନ କରାଯାଏ। ଶରଣାର୍ଥୀଙ୍କ ସମସ୍ୟା ଏକ ବିଶ୍ୱସ୍ତରୀୟ ସମସ୍ୟା। ଏହାର ମୁକାବିଲା ପାଇଁ ପ୍ରୟାସ ମଧ୍ୟ ବିଶ୍ୱବ୍ୟାପୀ ଚାଲିଛି। ଯୁଦ୍ଧ, ଦାରିଦ୍ର ତଥା ଅନ୍ୟାନ୍ୟ କାରଣରୁ ଶରଣାର୍ଥୀ ହୋଇଥିବା ଲୋକଙ୍କୁ ନିଜ ଘରକୁ ଫେରାଇ ଆଣିବା ସମସ୍ତଙ୍କ ପ୍ରୟାସ ହେବା ଆବଶ୍ୟକ ବୋଲି ମିଳିତ ଜାତିସଂଘ ପକ୍ଷରୁ କୁହାଯାଇଛି।
ମିଳିତ ଜାତିସଂଘ ଡିସେମ୍ବର ୨୦୦୦ରେ ଜୁନ ୨୦କୁ ‘ବିଶ୍ୱ ଶରଣାର୍ଥୀ ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେବେଠାରୁ ବିଶ୍ୱ ଶରଣାର୍ଥୀ ଦିବସ ପ୍ରତିବର୍ଷ ଏହି ଦିନ ପାଳନ କରାଯାଏ। ମିଳିତ ଜାତିସଂଘରେ ଏଥିପାଇଁ ଏକ ସଂଗଠନ ମଧ୍ୟ ସୃଷ୍ଟି କରାଯାଇଛି। ଏହାର ନାମ ହେଉଛି ୟୁନାଇଟେଡ୍‌ ନେସନ୍ସ ହାଇ କମିଶନ୍‌ର ଫର୍‌ ରିଫ୍ୟୁଜି(ୟୁଏନ୍‌ଏଚ୍‌ସିଆର୍‌), ଯାହା ସମଗ୍ର ବିଶ୍ୱରେ ଶରଣାର୍ଥୀଙ୍କୁ ସାହାଯ୍ୟ କରିବା ପାଇଁ କାର୍ଯ୍ୟ କରେ।
ପ୍ରତିବର୍ଷ ବିଶ୍ୱ ଶରଣାର୍ଥୀ ଦିବସ ପାଳନ କରିବାର ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଶରଣାର୍ଥୀଙ୍କୁ ସ୍ବୀକୃତି ଦେବା। ଏଥି ସହିତ ସେମାନଙ୍କୁ ସାହାଯ୍ୟ କରିବାକୁ ରାଜନୈତିକ ଇଚ୍ଛାଶକ୍ତି ସୃଷ୍ଟି କରିବାକୁ ଉତ୍ସାହିତ କରିବା। ରାଜନୈତିକ ଇଚ୍ଛାଶକ୍ତି ଜାଗ୍ରତ କରିବା ଅତ୍ୟନ୍ତ ଜରୁରୀ ଅଟେ। ଏହାଦ୍ୱାରା ଶରଣାର୍ଥୀମାନେ ଅନ୍ୟ ଦେଶକୁ ଯାଇ ସେମାନଙ୍କ ଜୀବନକୁ ପୁଣି ଆରମ୍ଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri