Posted inଜାତୀୟ

ଜଲିକାଟ୍ଟୁର ଆଇନଗତ ବୈଧତା କାଏମ…

ଚେନ୍ନାଇ,୧୮।୫ : ଜଲିକାଟ୍ଟୁଙ୍କୁ ଏକ ଖେଳ ଭାବରେ ସ୍ବୀକୃତି ଦେଇଥିବା ତାମିଲନାଡୁ ସରକାରଙ୍କ ଆଇନକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଅଦାଲତ ଦର୍ଶାଇଛନ୍ତି ତାମିଲନାଡୁ କ୍ରୁଏଲିଟି ଟୁ ଆନିମଲ୍ସ ଆକ୍ଟ (ସଂଶୋଧନ), ୨୦୧୭ ଅନୁଯାୟୀ ପ୍ରାଣୀମାନଙ୍କ ଉପରେ ହେଉଥିବା ନିର୍ଯାତନା ଏବଂ ଯନ୍ତ୍ରଣାକୁ ବହୁ ମାତ୍ରା କମ କରୁଛି। ଏହି ଆଇନ ଅନୁଯାୟୀ ଜଲିକାଟ୍ଟୁର ଆଇନଗତ ବୈଧତା କାଏମ ରଖାଯାଇଛି।

ସୁପ୍ରିମକୋର୍ଟ ଏହି ରାୟ ଦେବାବେଳେ କହିଛନ୍ତି ନୂତନ ନିୟମରେ କ୍ରୁରତାର ଦିଗ ପ୍ରତି ଧ୍ୟାନ ଦିଆଯାଇଛି। କ୍ରୀଡ଼ା ତାମିଲନାଡୁର ସଂସ୍କୃତିର ଯୁଗ ଯୁଗ ଧରି ରହିଆସିଛି ଏବଂ ଏଥିରେ ବାଧା ସୃଷ୍ଟି ହୋଇପାରିବ ନାହିଁ।

ପ୍ରାଣୀଙ୍କ ପ୍ରତି ନିର୍ଦ୍ଦୟତା କରାଯାଉଥିବର ଦର୍ଶାଇ ଏହି ଆଇନକୁ ରଦ୍ଦ କରିବାକୁ ଦାବି କରାଯାଇଥିଲା। ଏହି ଆବେଦନରେ ସଂସଦରେ ପାରିତ ହୋଇଥିବା ପଶୁ କ୍ରୁରତା ନିବାରଣ ଆଇନର ଉଲ୍ଲଂଘନ ବୋଲି ବର୍ଣ୍ଣନା କରାଯାଇଥିଲା। ତେବେ କୋର୍ଟ ଏହାକୁ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି ଯଦି କେଯଣସି ପ୍ରାଣୀଙ୍କ ପ୍ରତି ନିର୍ଦ୍ଦୟତା ପ୍ରଦର୍ଶନ କରାଯିବାର ଖବର ମିଳେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ମହାରାଷ୍ଟ୍ରର ଶଗଡ଼ ଦୌଡ଼ ଏବଂ କର୍ନାଟକର କାମ୍ବାଲା ଖେଳ ବିରୋଧରେ ହୋଇଥିବା ଆବେଦନକୁ ମଧ୍ୟ କୋର୍ଟ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି ଏହି ତିନୋଟି ଖେଳ ଆଇନଗତ ବୈଧ ଏବଂ ଏଥିରେ ପ୍ରାଣୀମାନଙ୍କର ସୁରକ୍ଷା ସୁନିଶ୍ଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri