ମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭବାନୀପାଟଣା,୮।୧୧(ଡି.ଏନ୍‌.ଏ.): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। କଳାହାଣ୍ଡି ଜିଲା ଭବାନୀପାଟଣାରେ ଆୟୋଜିତ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ନର୍ଲାଠାରେ ତାଙ୍କ ଗାଡ଼ି ଉପରକୁ ଭାଜପା ଓ କଂଗ୍ରେସ କର୍ମୀମାନେ ଅଣ୍ଡାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା ପ୍ରତିବାଦରେ ଏହି ଅଣ୍ଡାମାଡ଼ ହୋଇଛି। ମନ୍ତ୍ରୀ ସାହୁ ଭବାନୀପାଟଣାରେ ସଭା ସାରି ସଦଳବଳ ମଦନପୁର-ରାମପୁର ଅଭିମୁଖେ ନର୍ଲା ଦେଇ ଯାଉଥିବା ବେଳେ ଅଣ୍ଡାମାଡ଼ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?