ରାଜସ୍ବ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭାଜପା ନେତାଙ୍କ ଅଣ୍ଡାମାଡ଼ ଘଟଣାରେ ଯୁବ ସଭାପତି ହେମ ରଞ୍ଜନ ବାରିକଙ୍କୁ ପୋଲିସ ଅଟକ ରଖିଛି ବୋଲି ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସୂଚନା ଦେଇଛନ୍ତି। ଅନ୍ୟମାନେ ଘଟଣା ପରେ ପଳାଇ ଯାଇଥିବା ଜଣାପଡ଼ିଛି। କେନ୍ଦୁଝର ଟାଉନ କାଶୀପୁର ସ୍କୁଲ ନିକଟରେ ମନ୍ତ୍ରୀଙ୍କ ଉପରକୁ ଅଣ୍ଡାମାଡ଼ କରି ଭାରତ ମାତା କି ଜୟ ସ୍ଲୋଗାନ ଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀ କେନ୍ଦୁଝର ଗସ୍ତରେ ଆସି ସ୍ବାସ୍ଥ୍ୟ କାର୍ଡ ବଣ୍ଟନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମର ଉଦ୍‌ଘାଟନ ନ କରି ଭିଡିଓ ଜରିଆରେ କରୁଥିବା ବେଳେ ରାଜସ୍ବ ମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରେଡ଼ାଗଡ଼ରେ ରଥଯାତ୍ରା

ରାଜନଗର, ୨।୭(ଡି.ଏନ.ଏ.): କରୋନା ମହାମାରୀର ଦୁଇବର୍ଷ ପରେ ରାଜନଗରର କେରେଡ଼ାଗଡ଼ ଶ୍ରୀଜଗନ୍ନାଥ ଜୀଉଙ୍କ ପବିତ୍ର ରଥଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। କୋଭିଡ୍‌ କଟକଣା...

ପୋତାଗଲା ବିପୁଳ ସସ୍‌, ଆଚାର

କଟକ ଅଫିସ ,୮।୨: କଟକ ଜଗତ୍‌ପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନାର ପର୍ଦ୍ଦଫାଶ ହୋଇଆସୁଛି। ସସ୍‌,...

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ...

ସାନିଟାଇଜ୍‌ ହେଲା ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବରିଷ୍ଠ ଅଫିସରମାନେ ମଧ୍ୟ ସଂକ୍ରମିତ ହେଲେଣି। ୧୦ଦିନ ପାଇଁ ସମସ୍ତ ସରକାରୀ...

ପୁରୀରେ ସେବାୟତଙ୍କୁ ହତ୍ୟା

ପୁରୀ ଅଫିସ, ୧୬।୩ : ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୁରୀ ବାରବାଟୀ ନିକଟରେ ଗୁଳି...

ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ...

ଝି’ପୁଓର ପାଠ୍‌ପଢ଼ା ଲାଗି ଭିଖ୍‌ ମାଗୁଛନ୍‌ ବାପା

ଅତାବିରା, ୧୮।୭ (ଡି.ଏନ୍‌.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଶିକ୍ଷାରେ ସଂସ୍କାର ଆନବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। କେନ୍‌ଥେଇ ସଭେ ସୁବିଧାରେ ଭଲ...

ଉପଜିଲାପାଳଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ

ବଇଣ୍ଡା,୮।୯ (ଡି.ଏନ.ଏ.) – ଆଠମଲ୍ଲିକ ଉପଜିଲାପାଳ ରଜନୀକାନ୍ତ ବିଶ୍ୱାଳ ଶନିବାର ଅଚାନକ କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ଗୋରାତୋପା ଅଙ୍ଗନଓ୍ବାଡି...

Advertisement
Archives

Model This Week