ମଧ୍ୟାହ୍ନଭୋଜନରେ ପ୍ରତି ଅଣ୍ଡା ପିଛା ଦିଆଯାଉଛି ଏତିକି ଟଙ୍କା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ):ରାଜ୍ୟରେ ଥିବା ପ୍ରତ୍ୟେକ ସରକାରୀ ଓ ସରକାରଙ୍କ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ର ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ (ମଧ୍ୟାହ୍ନ ଭୋଜନ) କାର୍ଯ୍ୟକ୍ରମରେ ଉପକୃତ ହେଉଛନ୍ତି। ଏହି କ୍ରମରେ ଛାତ୍ରୀଛାତ୍ର କିପରି ପୋଷଣଯୁକ୍ତ ଖାଦ୍ୟ ଖାଇବେ ସେ ନେଇ ସରକାର ପଦକ୍ଷେପ ନେଉଛନ୍ତି। ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ଦିଆଯାଉଥିବା ଅଣ୍ଡା ପ୍ରତି ଦର ୫ଟଙ୍କା ଦେବାପାଇଁ ସ୍ଥିର କରାଯାଇଛି ବୋଲି ଯେଉଁ ପ୍ରସଙ୍ଗ ଉଠିଛି ତାହା ଠିକ୍‌ ନୁହେଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ କହିଛନ୍ତି। ୨୦୨୪ ଡିସେମ୍ବର ୧ଠାରୁ ପ୍ରତି ଅଣ୍ଡା ପିଛା ୬ଟଙ୍କା ପ୍ରଦାନ କରାଯାଉଛି। ଏଥିସହ ବର୍ତ୍ତମାନ ବିଦ୍ୟାଳୟରେ ସପ୍ତାହକୁ ୨ଥର ବୁଧବାର ଓ ଶନିବାର ଦିନ ଛାତ୍ରୀଛାତ୍ରଙ୍କୁ ଅଣ୍ଡା ପ୍ରଦାନ କରାଯାଉଛି। ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମୁଣ୍ଡପିଛା ପଡିର ମୂଲ୍ୟ କେନ୍ଦ୍ରସରକାର ନିର୍ଦ୍ଧାରଣ କରିବା ସହ ରାଜ୍ୟ ସରକାର ନିର୍ଦ୍ଧାରିତ ପଡିର ଅଂଶ ପ୍ରଦାନ କରିଥାନ୍ତି। ଏତଦ୍‌ବ୍ୟତୀତ ରାଜ୍ୟ ସରକାର ନିଜସ୍ବ ଯୋଜନାରୁ ଅତିରିକ୍ତ ପଡି ଖର୍ଚ୍ଚ ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିଥାନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?