Posted inରାଜ୍ୟ

ରଥଯାତ୍ରା ସମୟରେ ଅଣ୍ଡାମାଡ଼ ଘଟଣା, ରାଜ୍ୟ ସରକାରଙ୍କୁ ଏପରି କହିଦେଲେ ନବୀନ

ଭୁବନେଶ୍ୱର,୧୫।୭(ସୁନିତ୍‌ ମିଶ୍ର): କାନାଡ଼ାର ଟରୋଣ୍ଟୋ ସହରରେ ରଥଯାତ୍ରା ପାଳନ ସମୟରେ ଶ୍ରଦ୍ଧାଳୁଙ୍କ ଉପରକୁ ଅଣ୍ଡା ମାଡ଼ କରାଯାଇଛି। ଏହି ଖବର ଶୁଣିବା ପରେ ବ୍ୟଥିତ ଲାଗିଛି। ଏହି ଘଟଣା କେବଳ ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଦୁଃଖ ପହଞ୍ଚାଇ ନାହିଁ ବରଂ ଓଡ଼ିଶାବାସୀଙ୍କ ଭିତରେ ଅସନ୍ତୋଷ ବଢ଼ାଇଛି। କାରଣ ଓଡ଼ିଶା ଲୋକଙ୍କ ପାଇଁ ଏହି ଯାତ୍ରା ଭାବାବେଗ ଏବଂ ସଂସ୍କୃତିର ପ୍ରତୀକ। ଯଦି ଗଣମାଧ୍ୟମର ଏହି ରିପୋର୍ଟ ସତ୍ୟ ତେବେ ରାଜ୍ୟ ସରକାର ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ଏହି ଘଟଣାକୁ ଗୁରୁତ୍ୱର ସହ ନିଅନ୍ତୁ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟକୁ ଜଣାଇ କାନାଡ଼ା କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ ପ୍ରତିବାଦ ରେଜିଷ୍ଟର କରାନ୍ତୁ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri