ବିଧାୟକ ପ୍ରଦୀପଙ୍କ ଗାଡ଼ି ଉପରକୁ ଅଣ୍ଡା, ପଥର ମାଡ଼

ଗୋପାଳପୁର,୨୫।୮(ନବୀନରାଜ ଆଚାରୀ): ବ୍ରହ୍ମପୁର ନିକଟସ୍ଥ ୧୬ ନଂ. ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ନିକଟରେ ଶୁକ୍ରବାର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଏବଂ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉପସ୍ଥିତିରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ପ୍ରଦୀପଙ୍କ କାର୍‌ ଉପରକୁ ଅଣ୍ଡା, ପଥର ମାଡ଼ କରାଯାଇଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଛି। ପୋଲିସ ସ୍ଥିତିକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି। ଏପରିକି କେତେକ ଲୋକ ବିଧାୟକ ପ୍ରଦୀପଙ୍କ ଗାଡି ସମ୍ମୁଖରେ ଛିଡା ହୋଇ ଗୋ ବ୍ୟାକ୍‌ ନାରା ଦେଇ ବିରୋଧ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?